କରୋନା ଯୋଦ୍ଧାଙ୍କୁ ଆକ୍ରମଣ କଲେ ହେବ ୭ ବର୍ଷ ଜେଲ୍
ନୂଆଦିଲ୍ଲୀ: ସ୍ୱାସ୍ଥ୍ୟକର୍ମୀଙ୍କୁ ଆକ୍ରମଣ କଲେ ହେବ ୭ ବର୍ଷ ଜେଲ୍ । କେବଳ ସେତିକି ନୁହେଁ କରୋନା ଯୋଦ୍ଧାଙ୍କୁ ଭେଦଭାବ କରିବେ ସେମାନଙ୍କୁ ୩ ମାସରୁ ୫ ବର୍ଷ ପର୍ଯ୍ୟନ୍ତ ଭୋଗିବାକୁ ପଡିବ ଜେଲ୍ ଦଣ୍ଡ । ଏଥିସହ ୫୦ ହଜାରରୁ ୨ଲକ୍ଷ ପର୍ଯ୍ୟନ୍ତ ମଧ୍ୟ ଜରିମାନା ଦେବାକୁ ପଡିବ ବୋଲି ଆଜି…