ଚେନ୍ନାଇର ଭଲ ବ୍ୟାଟିଂ : ଦିଲ୍ଲୀ କ୍ୟାପିଟାଲ୍ସ ସମ୍ମୁଖରେ ୧୮୦ ରନର ଲକ୍ଷ୍ୟ
ଶାରଜା: ଚଳିତ ଆଇପିଏଲରେ ସେଭଳି ଆଖିଦୃଶିଆ ପ୍ରଦର୍ଶନ କରିପାରି ନ ଥିବା ଚେନ୍ନାଇ ସୁପର କିଙ୍ଗ୍ସ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଶୃଙ୍ଖଳିତ ବ୍ୟାଟିଂ ପ୍ରଦର୍ଶନ କରିଛି । ଦଳ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୧୭୯ ରନ ସଂଗ୍ରହ କରିଛି । ଫଳରେ ଦିଲ୍ଲୀ କ୍ୟାପିଟାଲ୍ସ…