Latest Odisha News

BREAKING NEWS

୩ ଦିନ ଚାଲିବା ପରେ ଅଧା ବାଟରେ ହିଁ ଚାଲିଗଲା ୧୨ ବର୍ଷ ଝିଅର ଜୀବନ

ରାୟପୁର: ଘରେ ପହଂଚିବା ପୂର୍ବରୁ ଉଡିଗଲା ପ୍ରାଣ ବାୟୁ । ଦୀର୍ଘ ୩ ଦିନ ଚାଲିବା ପରେ ଚାଳିଗଲା ନାବାଳିକାର ଜୀବନ । ଘରଠାରୁ କିଛି ଦୂରରେ ହିଁ ଟଳିପଡିଲେ ୧୨ ବର୍ଷର ନାବାଳିକା । ଅଧରା ରହିଗଲା ତାର ଘରେ ପହଂଚିବା ସ୍ୱପ୍ନ । କରୋନା ପାଇଁ ସାରା ଦେଶରେ ଲକଡାଉନ୍ ଜାରି ରହିଛି। ଏହାରି ଭିତରେ…

ଯାଜପୁରର ୭ଟି ଗ୍ରାମ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ୍ ଘୋଷିତ

ଯାଜପୁର: ଯାଜପୁରରେ ପାଞ୍ଚଟି କରୋନାଭାଇରସ ପଜିଟିଭ ମାମଲା ଚିହ୍ନଟ ହେବା ପରେ ଜିଲ୍ଲାର ୭ଟି ଗ୍ରାମ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। ଏହି ଗ୍ରାମ ପଞ୍ଚାୟତଗୁଡ଼ିକ ମଧ୍ୟରୁ ତିନିଟି ଯାଜପୁର ବ୍ଲକରେ, ତିନୋଟି ଦଶରଥପୁର ବ୍ଲକରେ ଏବଂ ଗୋଟିଏ କୋରେଇ ବ୍ଲକରେ ରହିଛି।…

କୋଭିଡ-୧୯ ଲକଡାଉନ; ଜୁନ୍ ୧୭ ଯାଏଁ ବନ୍ଦ ରହିବ ଏହି ୨ ବିଶ୍ବବିଦ୍ୟାଳୟ

ଭୁବନେଶ୍ୱର: ସୀମିତ କର୍ମଚାରୀଙ୍କୁ ନେଇ ବିଶ୍ୱବିଦ୍ୟାଳୟ ଖୋଲିବା ଲାଗି ଓଡ଼ିଶା ସରକାର ଅନୁମତି ଦେବାର ଗୋଟିଏ ଦିନ ପରେ କଟକସ୍ଥିତ ରେଭେନ୍ସା ବିଶ୍ୱବିଦ୍ୟାଳୟ ଏବଂ ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ଅଧିକାରୀମାନେ ଜୁନ୍ ୧୭ ପର୍ଯ୍ୟନ୍ତ ଅନୁଷ୍ଠାନଗୁଡ଼ିକ ବନ୍ଦ ରହିବ ବୋଲି…

୨ ମାସରେ ପଶ୍ଚିମବଙ୍ଗରୁ ବାଲେଶ୍ୱର ଆସିଛନ୍ତି ୨୮ ଶହ ଲୋକ

ବାଲେଶ୍ୱର: ବାଲେଶ୍ୱରରେ ଗତ ଦୁଇ ଦିନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାକୁ ଦୃଷ୍ଟିରେ ରଖି ଆଜି କେନ୍ଦ୍ରାଂଚଳ ଆର୍‌ଡିସି ଅନୀଲ ସାମଲ ସ୍ଥିତି ସମୀକ୍ଷା କରିଛନ୍ତି । କଣ୍ଟେନମେଂଟ ଜୋନ୍ ସମ୍ପର୍କରେ ଆଲୋଚନା କରିବା ସହ କଣ୍ଟାକ୍ଟ ଟ୍ରେସିଂ କିଭଳି ହେଉଛି ସେ ନେଇ ତଦାରଖ…

ଶ୍ରୀମନ୍ଦିରରେ ବଡଚଣାର ଆଇଆଇସି ପ୍ରବେଶ ଘଟଣାରେ ପୂଜାପଣ୍ଡା ଅଟକ

ପୁରୀ: କରୋନା କଟକଣା ସତ୍ତ୍ୱେ ଶ୍ରୀମନ୍ଦିରରେ ବଡଚଣାର ଆଇଆଇସି ପ୍ରବେଶ ପ୍ରସଙ୍ଗରେ ଆଜି ସିଂହଦ୍ୱାର ପୋଲିସ ଜଣେ ପୂଜାପଣ୍ଡାଙ୍କୁ ଅଟକ ରଖିଛି । ମନ୍ଦିର ଭିତରେ ପୂଜାପଣ୍ଡା ଆଇଆଇସି ଦୀପକ ଜେନାଙ୍କୁ ସହଯୋଗ କରିଥିବା ଅଭିଯୋଗରେ ତାଙ୍କୁ ଅଟକ ରଖାଯାଇଛି । ଏଥି ସହ ଯାଜପୁର ପୋଲିସ…

କିମ୍ ଜଙ୍ଗ୍ ଉନଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ନୁହେଁ: ଦକ୍ଷିଣ କୋରିଆ

ସିଓଲ୍‌: ଉତ୍ତର କୋରିଆ ଶାସକ କିମ୍ ଜଙ୍ଗ୍ ଉନଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ଏବେ ସାରା ବିଶ୍ୱରେ ଚର୍ଚ୍ଚା ବଢିବାରେ ଲାଗିଛି । ନିଜ ଜେଜେବାପାଙ୍କ ଜନ୍ମ ଦିନ ପାଳନ ଉତ୍ସବରେ ଅନୁପସ୍ଥିତ ରହିଥିବା ଯୋଗୁଁ କିମ୍ ଜଙ୍ଗଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ସନ୍ଦେହ ଉପୁଜିଥିଲା । ପରେ ଜଣା ପଡ଼ିଥିଲା ଯେ…

କରୋନା ଯୋଦ୍ଧାଙ୍କୁ ସହିଦ ସମ୍ମାନ, ମିଳିବ ୫୦ ଲକ୍ଷ ଟଙ୍କା

ଭୁବନେଶ୍ୱର: କରୋନା ଯୋଦ୍ଧାଙ୍କ ପାଇଁ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଶେଷ କରି କରୋନା ବିରୋଧୀ ଲଢେଇରେ ଆଗଧାଡିରେ ରହି ଦେଶର ରକ୍ଷକ ସାଜିଥିବା ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ସରକାର ଏହି ଘୋଷଣା କରିଛନ୍ତି । କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ବେଳେ…

ତିନି କୋଟି ଲୋକଙ୍କୁ ଭୋଜନ ପ୍ରଦାନ କରିବ ରିଲାଏନ୍ସ ଫାଉଣ୍ଡେସନ୍‌ର ‘ମିଶନ ଅନ୍ନ ସେବା’

ଭୁବନେଶ୍ୱର: କରୋନା ମହାମାରୀ ପରି ବିପର୍ଯ୍ୟୟ ସମୟରେ ବଂଚିିତ ବର୍ଗର ଲୋକଙ୍କ ପାଖରେ ଅନ୍ନ ପହଂଚାଇବା ଲାଗି ଏହାର ଉଦ୍ୟମକୁ ଆହୁରି ବ୍ୟାପକ କରିଛି ରିଲାଏନ୍ସ ଫାଉଣ୍ଡେସନ୍ । ମିଶନ୍ ଅନ୍ନସେବା ନାମରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଚଳାଇ ଫାଉଣ୍ଡେସନ୍ ପକ୍ଷରୁ ସାରା ଭାରତବର୍ଷରେ ୩ କୋଟି…

ଉଚ୍ଚଶିକ୍ଷା, ଆଞ୍ଚଳିକ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ମେ ୩ ଯାଏଁ ରହିବ ବନ୍ଦ

ଭୁବନେଶ୍ୱର: ଓଡିଶାର ଉଚ୍ଚଶିକ୍ଷା, ଆଞ୍ଚଳିକ ନିର୍ଦ୍ଦେଶକ କାର୍ଯ୍ୟାଳୟ ଆସନ୍ତା ମେ ୩ ଯାଏଁ ବନ୍ଦ କରିବାକୁ ସାଧାରଣ ପ୍ରଶାସନ ବିଭାଗ ମଙ୍ଗଳବାର ଦିନ ନିର୍ଦ୍ଦେଶ ଦେଇଛି। ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଭୁବନେଶ୍ୱର, ସମ୍ବଲପୁର, ବ୍ରହ୍ମପୁର, ବାଲେଶ୍ବର ଏବଂ ଜୟପୁରରେ ଥିବା…

କ୍ୱାରେଣ୍ଟାଇନରେ ଯାଜପୁର ମୁଖ୍ୟ ଚିକିତ୍ସାଳୟର ୩ ଡାକ୍ତର,୧୯ ନର୍ସ

ଯାଜପୁର: ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ତିନିଜଣ ଡାକ୍ତର, ୧୯ ନର୍ସ ଏବଂ କିଛି ପାରାମେଡିକାଲ କର୍ମଚାରୀଙ୍କୁ କ୍ୟାରେଣ୍ଟାଇନରେ ରଖାଯାଇଛି । ଯାଜପୁର ଜିଲ୍ଲାପାଳ ରଂଜନ କୁମାର ଦାସ ଦେଇଥିବା ସୁଚନା ଅନୁଯାୟୀ, ଏହି ସମସ୍ତ ସ୍ୱାସ୍ଥ୍ୟକର୍ମୀ କରୋନା ପଜିଟିଭି ଚିହ୍ନଟ ଆକ୍ରାନ୍ତଙ୍କ…