ରାଜ୍ୟରେ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୯କୁ ବୃଦ୍ଧି
ଭୁବନେଶ୍ୱର: ଓଡିଶାରେ ଆଉ ପାଞ୍ଚ କରୋନା ପଜିଟିଭ୍ ରୋଗୀ ଚିହ୍ନଟ । ଏଥି ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟ ୭୯କୁ ବୃଦ୍ଧି ପାଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ପଜିଟିଭ ଚିହ୍ନଟ ହୋଇଥିବା ସମସ୍ତ ବ୍ୟକ୍ତି ବାଲେଶ୍ୱରର ବୋଲି ପ୍ରାଥମିକ ସୂଚନା ମିଳିଛି ।…