ବିଶ୍ୱବ୍ୟାପୀ ୨୪ ଘଣ୍ଟାରେ ୬.୧୨ ଲକ୍ଷ ନୂଆ କରୋନା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ମହାମାରୀ କରୋନା ସାରା ବିଶ୍ୱରେ କାୟା ବିସ୍ତାର କରିଛି। କେତେକ ଦେଶରେ ସଂକ୍ରମଣ ପୂର୍ବ ଅପେକ୍ଷା ଅଧିକ ଦ୍ରୁତ ଗତିରେ ବ୍ୟାପୁଛି। ଲଗାତାର ତିନି ଦିନ ପରେ ବିଶ୍ୱରେ ସାତ ଲକ୍ଷରୁ କମ୍ କରୋନା ମାମଲା ରୁଜୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୬.୧୨ ଲକ୍ଷ ନୂତନ ମାମଲା ରିପୋର୍ଟ ହୋଇଛି…