ଓଡ଼ିଶାରେ ଆଉ ୭ କରୋନା ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୬୮କୁ ବୃଦ୍ଧି
ଭୁବନେଶ୍ୱର: ଓଡ଼ିଶାରେ ୭ଟି ପଜିଟିଭ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂତ୍ରରୁ ସୂଚନା ମିଳିଛି ।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନାନୁଯାୟୀ, ୧୦,୬୪୧ଟି କୋଭିଡ୍-୧୯ ନମୂନା ପରୀକ୍ଷା ହୋଇଥିବା ବେଳେ ୧୦,୫୭୩ଟି…