ଦ୍ୱିତୀୟ ଟେଷ୍ଟରେ ଆଘାତପ୍ରାପ୍ତ ସାମିଙ୍କ ଖେଳିବା ନେଇ ସନ୍ଦେହ
ଆଡିଲେଡ: ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଭାରତର ପେସ୍ ବୋଲର ଆଘାତପ୍ରାପ୍ତ ହୋଇଛନ୍ତି । ସାମି ବ୍ୟାଟିଂ କରୁଥିବା ବେଳେ ପ୍ୟାଟ କମିନ୍ସଙ୍କ ଏକ ବଲ ତାଙ୍କ ହାତରେ ବାଜିଥିଲା । ପ୍ରାରମ୍ଭିକ ଚିକିତ୍ସା ପରେ ସେ ପୁନର୍ବାର ବ୍ୟାଟିଂ କରିବା ପାଇଁ ଚେଷ୍ଟା କରିଥିଲେ ମଧ୍ୟ ବ୍ୟାଟ…