ରିୟଲ ନୁହେଁ ରିଲ୍ରେ ଗର୍ଭବତୀ ନେହା କକ୍କର !
ମୁମ୍ବାଇ: ବିବାହ କରିବାର ଦୁଇମାସ ପରେ ଗର୍ଭବତୀ ଅଛନ୍ତି ନେହା କକ୍କର । ଏହି ଖବର କାଲିଠୁ ଆଜି ଯାଏଁ ପ୍ରାୟ ସମସ୍ତ ଖବର କାଗଜ, ଟିଭି ଚ୍ୟାନେଲ ଓ ଡିଜିଟାଲ ପ୍ଲାଟଫର୍ମରେ ଚହଳ ଖେଳାଇଥିଲା । ଏପରିକି ସୋସିଆଲ୍ ମିଡିଆରେ ବି କିଛି ଲୋକ ନେହା ଓ ରୋହନପ୍ରୀତଙ୍କୁ ବଧେଇ ଜଣାଇଥିଲାବେଳେ ଅନେକ…