Latest Odisha News

BREAKING NEWS

ସାରୁଅରେ ଓଟିଭିର ବିବାଦୀୟ ସ୍ଥାନରେ ପାଚେରୀ ଭାଙ୍ଗିଲା ପ୍ରଶାସନ

ଖୋର୍ଦ୍ଧା: ସାରୁଅରେ ଓଟିଭି ବିବାଦୀୟ ଜମିରେ ପାଚେରୀ ଭାଙ୍ଗିବା ପ୍ରକ୍ରିୟା ଆରମ୍ଭ କରିଛି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ । ଆଜି ପୋଲିସ ଓ ତହସିଲଦାରଙ୍କ ଉପସ୍ଥିତିରେ ଭଙ୍ଗା କାମ ଚାଲିଛି । ସ୍ଥାନୀୟ ଲୋକଙ୍କ ଅଭିଯୋଗ ଆଧାରରେ ପଦକ୍ଷେପ ନେଇଛି ପ୍ରଶାସନ । ସ୍ଥାନୀୟ ଲୋକ ଅଭିଯୋଗ କରିଥିଲେ ଯେ,…

ସାରା ଦେଶରେ ୭୩ ଲକ୍ଷ କରୋନା ଆକ୍ରାନ୍ତ, ସୁସ୍ଥ ହେଲେଣି ୬୩ ଲକ୍ଷ

ନୂଆଦିଲ୍ଲୀ: କରୋନା ସଂକଟ ଭିତରେ ଏବେ ସାମନାକୁ ଆସୁଛି ଭଲ ଖବର । ଦୈନିକ ଆକ୍ରାନ୍ତ ଓ ମୃତ୍ୟୁସଂଖ୍ୟା କମୁଛି । ଗତ କିଛି ସପ୍ତାହ ହେବ ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୭୦ ହଜାର ତଳେ ରହୁଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୬୭ ହଜାର ୭୦୮ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ସାରା…

ହାଇଦ୍ରାବାଦ ପରେ ମୁମ୍ବାଇରେ ମୂଷଳଧାରାରେ ବର୍ଷା

ମୁମ୍ବାଇ: ଲଘୁଚାପଜନିତ ଲଗାଣ ବର୍ଷାରେ ହାଇଦ୍ରାବାଦରେ ଜଳ ପ୍ରଳୟ ସୃଷ୍ଟି ହେଲା । ଏପଟେ ମୁମ୍ବାଇ ଓ ପୁଣେରେ ବି ବିତ୍ପାତ । ଗତକାଲି ରାତିରୁ ପ୍ରବଳ ବର୍ଷା ହେଉଛି । ବର୍ଷୁଛି ଯେ ବର୍ଷୁଛି । ଲଗାଣ ବର୍ଷା ଯୋଗୁ ମୁମ୍ବାଇର ବିଭିନ୍ନ ଅଞ୍ଚଳରେ ବଢୁଛି ଜଳସ୍ତର । #WATCH Heavy…

ଡୋନାଲ୍ଡ ଟ୍ରମ୍ପଙ୍କ ପୁଅଙ୍କୁ କରୋନା

ଓ୍ୱାଶିଂଟନ୍: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ କରୋନା ସଂକ୍ରମିତ । ବାରୋନ୍ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ । ୧୪ ବର୍ଷୀୟ ବାରୋନଙ୍କ ପାଖରେ କୋଭିଡର କୌଣସି ଲକ୍ଷଣ ନଥିଲା । ଓ୍ୱାଶିଂଟନର ଏକ ଘରୋଇ ସ୍କୁଲରେ…

ରାତିରେ ଜଳିଗଲା ସପିଂ ମଲ

ରାଇରଙ୍ଗପୁର: ସପିଂ ମଲରେ ବଡ଼ ଧରଣର ଅଗ୍ନିକାଣ୍ଡ । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ନିଆଁ ଲାଗି ଏକ ସପିଂ ମଲ ଛାରଖାର ହୋଇଯାଇଛି । ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ହୋଇଥିଲା । ଆଜି ସକାଳେ ଲୋକ ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ପ୍ରବଳ ନିାଁ ଓ ଧୂଆଁରେ ସାରା ଅଞ୍ଚଳ…

କଟକ ନାବାଳିକା ଗଣଦୁଷ୍କର୍ମ ଅଭିଯୋଗରେ ୨ ଅଭିଯୁକ୍ତ ଗିରଫ

କଟକ: ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା ଦୁଇ ଜଣ ଅଭିଯୁକ୍ତ ଗିରଫ । ୨୪ ଘଣ୍ଟା ଭିତରେ ସେମାନଙ୍କୁ ଗିରଫ କରାଯାଇଛି । ଦୁଇ ଅଭିଯୁକ୍ତ ହେଲେ ସନ୍ତୋଷ ବେହେରା ଓ ରାକେଶ ରାଉତ । ଚାଉଳିଆଗଞ୍ଜ ପୋଲିସ ଗିରଫ କରିଥିବା ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ । ୨୪ ଘଣ୍ଟା…

ଦିଲ୍ଲୀର ଘାତକ ବୋଲିଂ ଆଗରେ ଆଣ୍ଠେଇଲା ରାଜସ୍ଥାନ

ଦୁବାଇ: ଶିଖର-ଶ୍ରେୟସଙ୍କ ବ୍ୟାଟିଂ ଓ ଘାତକ ବୋଲିଂ ଯୋଗୁ ଆଇପିଏରେ ପୁଣି ଥରେ ରାଜସ୍ଥାନକୁ ହରାଇଛି ଦିଲ୍ଲୀ । ଗତକାଲି ଖେଳାଯାଇଥିବା ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ୧୩ ରନରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ । ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ ନିର୍ଦ୍ଧାରିତ ଓଭରରେ ୭ ଓ୍ୱିକେଟ ହରାଇ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା ୧୫-୧୦-୨୦୨୦ ଗୁରୁବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଅକ୍ଟୋବର ତା ୧୫ ରିଖ ଗୁରୁବାର କନ୍ୟା ୩୦ ଦିନ ଆଶ୍ୱୀନ ମଳ ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀ ଭୁକ୍ତ ଚତୁର୍ଦ୍ଦଶୀ ତିଥି ଉତ୍ତରା ଫାଲଗୁନୀ ନକ୍ଷତ୍ର କନ୍ୟା ଚନ୍ଦ୍ର   ଘାତ ବାର:- ତୁଳା ଓ କୁମ୍ଭ ରାଶିର   …

ମୁଲାୟମ ସିଂହ ଯାଦବ ଓ ପତ୍ନୀ କରୋନା ସଂକ୍ରମିତ, ମେଦାନ୍ତରେ ଭର୍ତ୍ତି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂହ ଯାଦବ କରୋନା ସଂକ୍ରମିତ । ସେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ସେ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଅଛନ୍ତି । ଏନେଇ ସମାଜବାଦୀ ପାର୍ଟି ପକ୍ଷରୁ ସୂଚନା ଦିଆଯାଇଛି । समाजवादी…

୬ ମାସ ପରେ ଆଜିଠୁ ଖୋଲୁଛି ସିନେମା ହଲ୍, ଏମିତି ହୋଇଛି ବ୍ୟବସ୍ଥା

ନୂଆଦିଲ୍ଲୀ: ମାର୍ଚ୍ଚ ପରଠାରୁ ବନ୍ଦ ରହିଛି ସିନେମା ହଲ । କେନ୍ଦ୍ର ସରକାର ଅନଲକ-୫ରେ ଆଜିଠାରୁ ସିନେମା ହଲ ଖୋଲିବା ପାଇଁ ଅନୁମତି ଦେଇଥିଲେ । କୋଭିଡ୍ କଟକଣା ଭିତରେ ଆଜିଠୁ ଖୋଲୁଛି । ସିନେମା ହଲ ବନ୍ଦ ରହିବା ଯୋଗୁଁ ଏଣ୍ଟରଣ୍ଟେନମେଣ୍ଟ ଇଣ୍ଡଷ୍ଟ୍ରିର ବ୍ୟାପକ କ୍ଷତି ହୋଇଛି । ସିନେମା…