ଅପରେସନ ଗ୍ରୀନ କ୍ଲିନ; ୧୦ କୋଟିରୁ ଉର୍ଦ୍ଧ୍ବ ମୂଲ୍ୟର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ
କଣ୍ଟାମାଳ: ଅବକାରୀ ବିଭାଗ ପକ୍ଷରୁ ଅନେକ ସ୍ଥାନରେ ଚଢ଼ାଉ କରାଯାଇ ବ୍ୟାପକ ପରିମାଣରେ ଗଞ୍ଜେଇ ଗଛ ନଷ୍ଟ କରାଯାଉଛି।
ସୂଚନୁସାରେ, ବୁଧବାର କଣ୍ଟାମାଳ ବ୍ଲକ ଦପଲା ପଞ୍ଚାୟତ ସିମେଲିକଟା ଗ୍ରାମର ଆଭ୍ୟନ୍ତରୀଣ ଜଙ୍ଗଲ ଉପରେ ଚଢ଼ଉ କରାଯାଇ ପାଖାପାଖି ୩୫ ଏକର ଜଙ୍ଗଲ ଜମିରୁ ପ୍ରାୟ ୧ ଲକ୍ଷ ୫…