ବରମୁଣ୍ଡା ବସ୍ ଟର୍ମିନାଲରୁ ପରିଚାଳିତ ହେବ ଆଇଟି କମ୍ପାନୀ: ମନ୍ତ୍ରୀ
ଭୁବନେଶ୍ୱର: ଆଗାମୀ ଦିନରେ ବାବା ସାହେବ ଭୀମ୍ରାଓ ଆମ୍ବେଦକର ବସ୍ ଟର୍ମିନାଲ(ବିଏସ୍ଏବିଟି) ବଡ଼ ପରିବହନ ଓ ବ୍ୟବସାୟିକ ପେଣ୍ଠସ୍ଥଳୀରେ ପରିଣତ ହେବାକୁ ଯାଉଛି। ଖୁବ୍ ଶୀଘ୍ର ଏଠାରେ ଆଇଟି ପ୍ରତିଷ୍ଠାନ କାର୍ଯ୍ୟକ୍ଷମ ହେବ।
ଏନେଇ ମଙ୍ଗଳବାର ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)…