ଓଡିଶାରୁ ସୁସ୍ଥ ହେଲେ ଆଉ ୨୫୭୭ କରୋନା ରୋଗୀ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୫୭୭ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ ହୋଇଛନ୍ତି-…