ଓଡ଼ିଶାର କେଉଁ ୭ଟି ଜିଲ୍ଲାରେ ରହିଛି ବର୍ଷା ଆଶଙ୍କା, ଜାଣନ୍ତୁ…
ଭୁବନେଶ୍ୱର: ରାଜଧାନୀସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ମଙ୍ଗଳବାର ଦିନ ଓଡ଼ିଶାର ୭ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।
ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, କନ୍ଧମାଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ…