ରାଜ୍ୟରେ ସୁସ୍ଥ ହେଲେ ଆଉ ୫ କରୋନା ରୋଗୀ
ଭୁବନେଶ୍ୱର: କୋଭିଡ-୧୯ରେ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ରହିଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ରାଜ୍ୟରେ ଆଉ ୫ ଜଣ ବ୍ୟକ୍ତି ସମ୍ପୂର୍ଣ୍ଣ ଆରୋଗ୍ୟ ହୋଇଛନ୍ତି।
ଏନେଇ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇଛି। ସେମାନଙ୍କର କୋଭିଡ-୧୯ ଟେଷ୍ଟ ନେଗେଟିଭ ବାହାରିଛି।…