Road safety act: ୩ଦିନରେ ୪୦୧ଟି ଗାଡ଼ିର ଫିଟନେସ ପ୍ରମାଣପତ୍ର ରଦ୍ଦ
ଭୁବନେଶ୍ୱର:ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନ ବିରୋଧରେ ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶରେ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଜାରି ରହିଛି। ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ଓ ପରିବହନ ଆୟୁକ୍ତ ଅମିତାଭ ଠାକୁରଙ୍କ ନେତୃତ୍ୱରେ ତିନି…