ଓଡ଼ିଆରେ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
ଭୁବନେଶ୍ବର: ଆଜି ଓଡ଼ିଆ ନବ ବର୍ଷ ତଥା ମହାବିଷୁବ ସଂକ୍ରାନ୍ତି । ଏହି ବିଶେଷ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ଓଡିଆ ଭାଷାରେ ଶୁଭେଚ୍ଛା ଜଣାଇଛନ୍ତି।
ଓଡ଼ିଶାବାସୀଙ୍କୁ ଓଡ଼ିଆ ନବ ବର୍ଷ ଅବସରରେ ହାର୍ଦ୍ଦିକ ଶୁଭକାମନା । ମହାବିଷୁବ ସଂକ୍ରାନ୍ତି ଅବସରରେ…