Latest Odisha News

BREAKING NEWS

ନବରାତ୍ରୀ ଅବସରରେ ଆସନ୍ତୁ ଜାଣିବା କେଉଁ ଦିନ କଣ ଭୋଗ କଲେ ମାଆ ପ୍ରସନ୍ନ ହେବେ

ପୁରୀ: ଦୁର୍ଗାପୂଜା ଅବସରରେ ମାଆଙ୍କ ପ୍ରତି ସମସ୍ତଙ୍କ ଭକ୍ତି ଭାବ ରହିଥାଏ । ହର୍ଷ ଉଲ୍ଲାସରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତିି । ତେବେ ଆସନ୍ତୁ ଜାଣିବା କେଉଁ ଦିନ ମାଆଙ୍କୁ କେଉଁ ଭୋଗ କଲେ ସବୁ ଦୁଃଖ ଦୂର ହୋଇଥାଏ । ପ୍ରଥମ ଦିନ : ନବରାତ୍ରୀର ପ୍ରଥମ ଦିନ ମାଆ ଶୈଳପୁତ୍ରୀଙ୍କୁ…

ଗର୍ଭବତୀ ମହିଳା ଓ ଶିଶୁଙ୍କ ବିକାଶ ପାଇଁ ‘ମାତୃଜ୍ୟୋତି’ କାର୍ଯ୍ୟକ୍ରମର ହେଲା ଶୁଭାରମ୍ଭ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଏକାଧିକ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା ଭବନଠାରେ ରବିବାର ଦିନ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ମହିଳା ଓ ଶିଶୁ ବିକାଶ ପାଇଁ ପ୍ରମୁଖ କାର୍ଯ୍ୟକ୍ରମ ‘ମାତୃଜ୍ୟୋତି’ ଉଦଘାଟନ କରାଯାଇଛି। ଏହା ସହିତ…

ଓଡିଶାରୁ ସୁସ୍ଥ ହେଲେ ଆଉ ୩୩୪୨ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୩୪୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଖୋର୍ଦ୍ଧାରୁ ସର୍ବାଧିକ ୫୧୧, କଟକରୁ ୩୬୬ ଜଣ, ମୟୂରଭଂଜରୁ ୩୬୨ ଜଣ, ଅନୁଗୁଳରୁ ୨୮୮ ଜଣ, ଯାଜପୁରରୁ ୧୫୫ ଜଣ,…

କରାଚୀରେ ମୌଲାନାଙ୍କୁ ହତ୍ୟା, ଭାରତ ଉପରେ ଦୋଷ ଲଦିଲେ ଇମ୍ରାନ

କରାଚୀ:ପାକିସ୍ତାନରେ ଜଣେ ପ୍ରଭାବଶାଳୀ ସୁନ୍ନି ମୌଲାନା ଆଦିଲ ଖାଁଙ୍କୁ କେତେକ ଦୁବୃତ ଗୁଳିକରି ହତ୍ୟା କରିଛନ୍ତି । ପାକିସ୍ତାନ ତାର ଅପରାଗତ ଲୁଚାଇବା ପାଇଁ ଏହାର ଦୋଷ ଭାରତ ଉପରେ ଲଦିଛି । ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଭାରତକୁ ଦାୟୀ କରିବା ପରେ ବିଭିନ୍ନ ମହଲରେ ଏହାକୁ ସମାଲୋଚନା…

ଆସନ୍ତୁ ଜାଣିବା ସଂସ୍କୃତି ଓ ପରିବେଶ ସହ କିପରି ଭାବେ ଦୁର୍ଗାପୂଜା ଜଡିତ

ପୁରୀ: ଆମ ପୁରାତନ ସଂସ୍କୃତି ଅନୁଯାୟୀ ପଂଚଭୂତକୁ ଆଧାର କରି ଦୁର୍ଗାପୂଜା ଆୟୋଜିତ ହୋଇଥାଏ । ଶରତକାଳୀନ ଦୁର୍ଗା ହେଉ ଅଥବା ବାସନ୍ତି ଦୁର୍ଗାପୂଜା, ଏଥିରେ ମୂର୍ତ୍ତି ସ୍ଥାପନ କରାଯାଇ ଜୀବନ୍ୟାସ କର୍ମ ସହ ପୂଜା ନିୟମ ପ୍ରଣୟନ ହେଉଥିଲେ ମଧ୍ୟ ଘଟସ୍ଥାପନ ଜନିତ ପୂଜା ଆବହମାନ କାଳରୁ ପ୍ରଚଳିତ ।…

ଆସନ୍ତାକାଲିଠୁ ଆରମ୍ଭ ହେବ ଓଜେଇଇ ପରୀକ୍ଷା

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ତଥା ଅକ୍ଟୋବର ୧୨ରୁ ୧୯ ଯାଏଁ ରାଜ୍ୟରେ ଅନୁଷ୍ଠିତ ହେବାକୁ ଯାଉଛି ଓଜେଇଇ ପରୀକ୍ଷା। ଏପରିକି ଚଳିତ ଥର ୩ଟି ସିଫ୍ଟରେ ପରୀକ୍ଷା ଅନୁଷ୍ଠିତ ହେବ । କମ୍ପ୍ୟୁଟର ବେସଡ୍ ପରୀକ୍ଷା ହେବାକୁ ଥିବା ବେଳେ ପ୍ରାୟ ୨ ଘଣ୍ଟା ଧରି ପରୀକ୍ଷା କରାଯିବ । ସକାଳ ପ୍ରାୟ ୯ରୁ…

ରିୟାନ,ଟେୱାଟିଆଙ୍କ ଲଢ଼ୁଆ ବ୍ୟାଟିଂ, ରାଜସ୍ଥାନ ୫ ଉଇକେଟରେ ବିଜୟୀ

ଦୁବାଇ: ରିୟାନ ପରାଗ(୪୨ରନ) ଓ ରାହୁଲ ଟେୱାଟିଆ(୪୫)ଙ୍କ ଲଢ଼ୁଆ ବ୍ୟାଟିଂ ବଳରେ ଚଳିତ ଆଇପିଏଲ ରବିବାର ଅନୁଷ୍ଠିତ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ୫ ଉଇକେଟରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ହାଇଦ୍ରାବାଦ ଡେଭିଡ ୱାର୍ଣ୍ଣର (୪୮) ଓ ମନୀଷ ପାଣ୍ଡେଙ୍କ ୫୪ ରନ…

ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା, ସଂକ୍ଷେପରେ…

ଭୁବେନଶ୍ୱର: ଦୁର୍ଗା ପୂଜା । ଭାରତରେ ସବୁଠୁ ଅଧିକ ଦିନ ଧରି ଏହି ପୂଜା ଉତ୍ସବକୁ ପାଳନ କରାଯାଇଥାଏ । ତେବେ ଦେଶର ବିଭିନ୍ନ ପ୍ରାନ୍ତରେ ପୂଜାର ନାମକରଣ ବି ଭିନ୍ନ ରହିଥାଏ । ୯ଟି ରୂପରେ ୯ଦିନ ପର୍ଯ୍ୟନ୍ତ ପୂଜା ପାଇଥାନ୍ତି ମା' ଦୁର୍ଗା । ଉତ୍ତର ଦିଗରେ ଥିବା ରାଜ୍ୟଗୁଡିକ ଯେଉଁଠି ନବରାତ୍ରୀ…

ଆସୁଛି ଦୁର୍ଗାପୂଜା; କେଉଁ ଦିନ କେଉଁ ଦୀପ ଜାଳି କରିବେ ମାଆଙ୍କ ଆରାଧନା, ଜାଣନ୍ତୁ

ଭୁବନେଶ୍ୱର: ଆସୁଛି ମାଆ ଜଗତଜନିନୀ ଦୁର୍ଗାଙ୍କ ଶାରଦୀୟ ଦୁର୍ଗାପୂଜା। ତେବେ ମାଆଙ୍କର ଏହି ପୂଜାର ଶେଷ ତିନିଦିନ ମାଆଙ୍କୁ ଉପାସନା କରିବାର ଉତ୍କୃଷ୍ଟ ସମୟ ବୋଲି କୁହାଯାଏ। ନବରାତ୍ରର ଉପବାସ ଯେଉଁମାନେ କରିପାରନ୍ତି ନାହିଁ , ସେମାନେ ଏହି ତିନି ଦିନ( ଅଷ୍ଟମୀ, ନବମୀ, ଦଶମୀ) ଉପବାସ ରହି…

ସମ୍ କୋଭିଡ ହସ୍ପିଟାଲରେ ସୁସ୍ଥ ହେଲେ କରୋନା ସଂକ୍ରମିତ ୯୩ ବର୍ଷୀୟା ମହିଳା

ଭୁବନେଶ୍ୱର: କରୋନା ମହାମାରୀ ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି ଜଣେ ୯୩ ବର୍ଷୀୟା ମହିଳା । ଉପଯୁକ୍ତ ଚିକିତ୍ସା ଓ ଯତ୍ନ ଦ୍ୱାରା ବରିଷ୍ଠ ନାଗରିକ ମାନେ କରୋନାରୁ ସୁସ୍ଥ ହୋଇପାରିବେ । ଏହା ପୁଣି ଥରେ ସାବ୍ୟସ୍ତ ହୋଇଛି ସମ୍ କୋଭିଡ ହସ୍ପିଟାଲରେ । କରୋନା ସଂକ୍ରମିତ ହୋଇଥିବା ୯୩ ବର୍ଷୀୟା…