କଣ୍ଟାବାଞ୍ଜିରେ ନାବାଳିକାକୁ ଅପହରଣ ସହ ଦୁଷ୍କର୍ମ ଅଭିଯୋଗ, ଜଣେ ଗିରଫ
ବଲାଙ୍ଗିର : କଣ୍ଟାବାଞ୍ଜି ଅଞ୍ଚଳରେ ଜଣେ ଆଦିବାସୀ ନାବାଳିକାକୁ ଅପହରଣ ସହ ଦୁଷ୍କର୍ମ ଅଭିଯୋଗ ହୋଇଛି । ଏହି ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରିଛି । ଗିରଫ ବ୍ୟକ୍ତିଙ୍କ ନାଁ ଶୁକମଣି ଚିରାଗୁନ ଓ ଘର ମୁରିବାହାଲ ଥାନା ସୁକୁନିପଦର ଗାଁର ।
ସୂଚନାଅନୁଯାୟୀ, ଶୁକମଣି କଣ୍ଟାବାଞ୍ଜି ଅଞ୍ଚଳରୁ…