ପେଟ୍ରୋଲ ପମ୍ପ ବିସ୍ଫୋରଣ ମାମଲା: ସିସିଟିଭି ଯାଂଚରୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ତଥ୍ୟ
ଭୁବନେଶ୍ୱର: କେମିତି ହେଲା ରାଜଧାନୀ ରାଜଭବନ ନିକଟରେ ପେଟ୍ରୋଲ ପମ୍ପ ବିସ୍ଫୋରଣ । ବିସ୍ଫୋରଣ ସମୟରେ ଟାଙ୍କି ପାଖରେ କେତେ ଜଣ ଥିଲେ । ଡିସିପି ଓ ଅନ୍ୟ ବରିଷ୍ଠ ଅଧିକାରୀ କ୍ୟାପିଟାଲ ଥାନାରେ ଘଣ୍ଟା ଘଣ୍ଟା ଧରି ପେଟ୍ରୋଲ ପମ୍ପରୁ ଉଦ୍ଧାର ହୋଇଥିବା ସିସିଟିଭି ଫୁଟେଜ୍କୁ ଅନୁଧ୍ୟାନ…