Latest Odisha News

BREAKING NEWS

ଆଜି ବିଶ୍ୱ ବାସହୀନ ଦିବସ

ପ୍ରତିବର୍ଷ ଅକ୍ଟୋବର ୧୦ ତାରିଖରେ ବିଶ୍ୱ ବାସହୀନ ଦିବସ ବା ୱାର୍ଲଡ ହୋମ୍‌ଲେସ୍‌ ଡେ ପାଳନ କରାଯାଉଛି। ୨୦୦୫ରେ କରାଯାଇଥିବା ଏକ ସର୍ବେକ୍ଷଣ ଅନୁଯାୟୀ ସାରା ବିଶ୍ୱରେ ପ୍ରାୟ ଦଶ କୋଟି ଲୋକ ବାସହରା ଅଛନ୍ତି। ବର୍ତ୍ତମାନ ଆମ ଦେଶରେ ବାସହୀନଙ୍କ ସଂଖ୍ୟା ୧.୭୭ କୋଟି। ତେବେ ୧୩୮୩ରେ…

ସାଂସଦ ଅପରାଜିତାଙ୍କ ନାଁରେ ଅଭିଯୋଗ ଆଣିଲେ କୋଭିଡ୍ ଯୋଦ୍ଧା

ଭୁବନେଶ୍ୱର: ଜନ୍ମଦିନ ପାର୍ଟିରେ ସମର୍ଥକଙ୍କ ସହ ମାସ୍କ ନପିନ୍ଧି ନାଚ, ଗୀତ ଓ ଗହଳି ଭିତରେ ସାମିଲ ହେବାକୁ ନେଇ ଭୁବନେଶ୍ୱର ସାଂସଦ ଅପରାଜିତାଙ୍କ ଅଡୁଆ ବଢ଼ିଛି । କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଚିଠି ଲେଖିବା ପରେ ଏବେ…

ପରପାରିରେ କନ୍ନଡ ଚଳଚ୍ଚିତ୍ର ନିର୍ଦ୍ଦେଶକ ବିଜୟ ରେଡ୍ଡି

ବେଙ୍ଗାଲୁରୁ: ପରଲୋକରେ ପ୍ରସିଦ୍ଧ କନ୍ନଡ ଚଳଚ୍ଚିତ୍ର ନିର୍ଦ୍ଦେଶକ ବିଜୟ ରେଡ୍ଡି । ୮୪ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ବିଜୟ ରେଡ୍ଡିଙ୍କ ଦେହାନ୍ତରେ କନ୍ନଡ ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳି ଯାଇଛି । ବିଜୟ ରେଡ୍ଡି ୫୦ରୁ ଅଧିକ ଚଳଚ୍ଚିତ୍ର କରିଛନ୍ତି । ସେଥିମଧ୍ୟରୁ…

ଆଜିଠୁ ତିନି ଦିନ ବନ୍ଦ ରହିବ ବୁର୍ଲା ଭିସୁଟ୍

ସମ୍ବଲପୁର: ଆଜିଠୁ ତିନି ଦିନ ବନ୍ଦ ରହିବ ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କ୍ୟାମ୍ପସ ପରିସରକୁ ସାନିଟାଇଜ୍ କରାଯିବ । ଏଥିପାଇଁ ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି । ପୂର୍ବଭଳି ଶନିବାର ଓ ରବିବାର ଭିସୁଟ ବନ୍ଦ…

୭୦ ଲକ୍ଷ ଛୁଇଁବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆକ୍ଟିଭ୍ କେସ୍ ୯ ଲକ୍ଷରୁ କମ୍

ନୂଆଦିଲ୍ଲୀ: ଦେଶରେ ୭୦ ଲକ୍ଷ ପାଖାପାଖି ପହଞ୍ଚିଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରୁ ୭୩ ହଜାର ୨୭୨ ନୂଆ ସଂକ୍ରମିତ ବାହାରିଛନ୍ତି । ଏହାକୁ ମିଶାଇ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬୯ ଲକ୍ଷ ୭୯ ହଜାର ୪୨୪ କୁ ବୃଦ୍ଧି ପାଇଛି । ଗତ କିଛି ଦିନ ହେବ ଦୈନିକ…

ବିଦ୍ୟୁତ ଆଘାତରେ ଶ୍ୱଶୂର-ବୋହୂ ମୃତ

ରାୟଗଡ଼ା: ଅଶୁଭ ଶନିବାର । ବିଦ୍ୟୁତ ଆଘାତରେ ଗୋଟିଏ ପରିବାରର ଦୁଇ ଜଣଙ୍କର ଅକାଳ ବିୟୋଗ । ଶ୍ୱଶୂର ଓ ବୋହୂଙ୍କ ମୃତ୍ୟୁ ହୋଇଛି । ଏଭଳି ଦୁଃଖଦ ଘଟଣା ଘଟିଛି ରାୟଗଡ଼ା ଜିଲ୍ଲା ବିଷମକଟକ ଥାନା ଅନ୍ତର୍ଗତ ଠଙ୍ଗପଡ଼ା ଗାଁରେ । ମୃତକମାନେ ହେଲେ ଡାଉଣୀ ମଣ୍ଡିକା ଓ ତାଙ୍କ ବୋହୂ ସୁମିତ୍ରା…

ଜମ୍ମୁ କଶ୍ମୀରରେ ଏନକାଉଣ୍ଟର: ସୁରକ୍ଷାକର୍ମୀଙ୍କ ଗୁଳିଲେ ଟଳିଲେ ଦୁଇ ଆତଙ୍କୀ

କୁଲଗାମ୍: ଜମ୍ମୁ କଶ୍ମୀରରେ ପୁଣି ଆତଙ୍କୀ-ସୁରକ୍ଷାକର୍ମୀ ମୁହାଁମୁହିଁ । ଏନକାଉଣ୍ଟରରେ ଟଳିଲେ ଦୁଇ ଜଣ ଆତଙ୍କୀ । ଆଜି ଭୋରରୁ କୁଲଗାମ ଜିଲ୍ଲାର ଚିନିଗମ୍ ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛନ୍ତି । ପୋଲିସର ଜବାବୀ ହମଲାରେ ଦୁଇ ଆତଙ୍କବାଦୀ ନିହତ…

ରାଷ୍ଟୀୟ ମର୍ଯ୍ୟାଦା ସହ ଆଜି ସମ୍ପନ୍ନ ହେବ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶୱାନଙ୍କ ଅନ୍ତିମ ସଂସ୍କାର

ପାଟଣା: ରାଷ୍ଟୀୟ ମର୍ଯ୍ୟାଦା ସହ ଆଜି କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶୱାନଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହେବ । ଦିନ ପ୍ରାୟ ୧୦ ଟା ସମୟରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ । ଗତକାଲି ପାଟନାରେ ପାର୍ଥିବ ଶରୀର ପହଞ୍ଚିବା ପରେ ଲୋକ ଜନଶକ୍ତି ପାର୍ଟି ଅଫିସକୁ ନିଆଯାଇଥିଲା । ସେଠାରେ…

୨୪ ଘଣ୍ଟାରେ ଲଘୁଚାପ ନେବ ଡିପ୍ରେସନ୍ ରୂପ, କାଲିଠୁ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ଲଘୁଚାପ ଆଜି ଓ୍ୱେଲ ମାର୍କଡ ଲୋ ପ୍ରେସରର ରୂପ ନେଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଡିପ୍ରେସନ ବା ଅବପାତର ରୂପ ନେବ । ଏହି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଅବପାତରେ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ …

ରାଶି ଫଳ                                  ତା ୧୦-୧୦-୨୦୨୦ ଶନିବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଅକ୍ଟୋବର ତା ୧୦ ରିଖ ଶନିବାର କନ୍ୟା ୨୫ ଦିନ ଆଶ୍ବିନ ମଳ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥି ପୁନର୍ବସୁ ନକ୍ଷତ୍ର ମିଥୁନ ଚନ୍ଦ୍ର ଘାତ ବାର-: ବୃଷ,ସିଂହ ଓ କନ୍ୟା…