ପଣ୍ଡ ହେଲା ଏଟିଏମ୍ ଲୁଟ୍ ଯୋଜନା; ୫ ଗିରଫ
ପୁରୀ: ଏଟିଏମ୍ ଲୁଟ୍ ଯୋଜନା ପଣ୍ଡ କଲା ପୋଲିସ। ପୁରୀ ବାସେଳୀ ସାହି ଥାନା ପୋଲିସ ଏଟିଏମ ଲୁଟ ଯୋଜନାକୁ ପଣ୍ଡ କରିବା ସହ ୫ ଜଣଙ୍କୁ ଗିରଫ କରିଛି ।
ଗିରଫ ଅଭିଯୁକ୍ତ ମାନେ ହେଉଛନ୍ତି ସୁଦର୍ଶନ ନଗରର ରାଜା ଓରଫ ରାଜେଶ ବାରିକ, ଭୁଦାନ ନଗରର ରବି ସୁବୁଦ୍ଧି, ମୁନା ଓରଫ ମହେନ୍ଦ୍ର ସାହୁ,…