ବସ୍ କଣ୍ଡକ୍ଟରରୁ ସିନେ ଜଗତର ସୁପରଷ୍ଟାର ରଜନୀକାନ୍ତ; ଆସନ୍ତୁ ଜାଣିବା ତାଙ୍କ ସଂଘର୍ଷର କାହାଣୀ ସମ୍ପର୍କରେ
ଚଳଚ୍ଚିତ୍ର ଜଗତର ଭଗବାନ ବୋଲାଉଥିବା ରଜନୀକାନ୍ତ ଆଜି ୭୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ତାଙ୍କର ଜନ୍ମଦିନ ଅବସରରେ ବଲିଉଡର ବଡବଡ କଳାକାରଙ୍କ ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି।
ହେଲେ ଫିଲ୍ମ ଜଗତର ଯେଉଁ ସୋପାନରେ ଆଜି ସେ…