ଓଡ଼ିଶାର ୭ ଜିଲ୍ଲାରୁ ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୬ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୭ଟି ଜିଲ୍ଲାର ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ । ରାଜ୍ୟରେ ମୋଟ୍ ମୃତ୍ୟୁସଂଖ୍ୟା ୮୭୪କୁ ବୃଦ୍ଧି ପାଇଛି ।
Regret to inform the demise…