ଓଡ଼ିଶାରେ ୪୨ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, କେଉଁ ଜିଲ୍ଲାରେ କେତେ ଜାଣନ୍ତୁ
ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ପଜିଟିଭ୍ ରୋଗୀଙ୍କ ସଂଖ୍ୟା ୪୨ ରେ ପହଁଚି ସାରିଛି। ସ୍ୱାସ୍ଥ୍ୟ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁଯାୟୀ ଏହି ମହାମାରୀରେ ମଙ୍ଗଳବାର ଦିନ ଝାରପଡା ଅଞ୍ଚଳର ଜଣେ ୭୨ ବର୍ଷୀୟ ବୟସ୍କ ବ୍ୟକ୍ତି ପ୍ରାଣ ହରାଇଥିବା ବେଳ ଆଉ ୨ ଜଣ ସୁସ୍ଥ ହୋଇ ଘରକୁ…