ଭୁବନେଶ୍ୱରର ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ; ତଦନ୍ତ ନିର୍ଦ୍ଦେଶ ଦେଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଗଭର୍ଣ୍ଣର ହାଉସ ନିକଟସ୍ଥ ପେଟ୍ରୋଲ ପମ୍ପରେ ନିଆଁ ଲାଗି ବୁଧବାର ଦିନ ଏକ ବଡ ଧରଣର ଅଗ୍ନିକାଣ୍ଡ ଘଟିଛି । ଯାହା ପରେ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଏନେଇ ସେ ଟ୍ବିଟ୍ କରି ସୂଚନା ଦେଇଛନ୍ତି । ତାଙ୍କ…