ଓଡିଶାରେ ଜଙ୍ଗଲ କୃଷିର ଅପାର ସମ୍ଭାବନା ରହିଛି: ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର: ଜାତୀୟ ମିଶନ ଅଧୀନରେ ଜଙ୍ଗଲ କୃଷି ଅଭିବୃଦ୍ଧିକୁ ପ୍ରୋତ୍ସାହନ ଦେବା ଏବଂ ରାଜ୍ୟର ମହିଳା, କ୍ଷୁଦ୍ର, ମଧ୍ୟମ କୃଷକ ମାନଙ୍କୁ ସଶକ୍ତ କରିବା ପାଇଁ ଗତ ୪ ବର୍ଷ ମଧ୍ୟରେ ଓଡିଶାକୁ ପୋଷଣୀୟ କୃଷି ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୭.୭୫ କୋଟି ଟଙ୍କା ପ୍ରଦାନ କରାଯାଇଛି…