ଲକଡାଉନ ଯୋଗୁଁ ପ୍ରଭାବିତ ହେଉଛି କି ପିଲାଙ୍କ ପାଠପଢା; ଏଭଳି ରଖନ୍ତୁ ଧ୍ୟାନ!
ନୂଆଦିଲ୍ଲୀ: କରୋନାଭାଇରସର ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ୨୧ ଦିନିଆ ଲକଡାଉନ ଲାଗୁ କରାଯାଇଛି । ଯାହାଫଳରେ ବ୍ୟବସାୟ ପ୍ରତିଷ୍ଠାନ ଠାରୁ ଆରମ୍ଭ କରି ସ୍କୁଲ, କଲେଜ ମଧ୍ୟ ବନ୍ଦ ରହିଛି ।
ଯାହାଫଳରେ ଛାତ୍ରଛାତ୍ରୀମାନେ ଶିକ୍ଷାନୁଷ୍ଠାନ ଯାଇପାରୁନଥିବା ବେଳେ ସେମାନଙ୍କର…