ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ କନିଷ୍ଠ ଯନ୍ତ୍ରୀ
ଯାଜପୁର: ଯାଜପୁର ଜିଲ୍ଲା ବଡଚଣା ଇଲେକ୍ଟ୍ରିକାଲ୍ ସେକ୍ସନର କନିଷ୍ଠ ଯନ୍ତ୍ରୀ ସ୍ୱାଧୀନ କୁମାର ସ୍ୱାଇଁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ।
ପ୍ରାପ୍ତ ସୂଚନାନୁଯାୟୀ, ଜିଲ୍ଲାର ଚଣ୍ଡିଖୋଲ ଅନ୍ତର୍ଗତ ସୁନଗୁଡା ଗ୍ରାମର ଚିତ୍ତରଞ୍ଜନ ନାଏକଙ୍କ ଅଭିଯୋଗ ପରେ ଭିଜିଲାନ୍ସ…