ଇଂଲିଶ ପ୍ରିମିୟର ଲିଗ୍ ଅନିର୍ଦ୍ଦିଷ୍ଟ କାଳ ଯାଏ ବନ୍ଦ
ଲଣ୍ଡନ: ଇଂଲିଶ ପ୍ରିମିୟର ଲିଗ୍ ଲୋକପ୍ରିୟ ଫୁଟବଲ ଟୁର୍ନାମେଂଟକୁ ଅନିର୍ଦ୍ଦିଷ୍ଟ କାଳ ଯାଏ ବନ୍ଦ କରିଦିଆଯାଇଛି । କରୋନା ଭାଇରସ ସମ୍ପୂର୍ଣ୍ଣ ଭାବେ ପ୍ରଭାବହୀନ ନ ହେଲା ପର୍ଯ୍ୟନ୍ତ ଏହା ଖେଳାଯିବ ନାହିଁ । ଖେଳାଳି ଓ ଦର୍ଶକଙ୍କ ସୁରକ୍ଷା ଆମର ଦାୟିତ୍ୱ ବୋଲି ଆୟୋଜକଙ୍କ ପକ୍ଷରୁ କୁହାଯାଇଛି ।…