ରାଜ୍ୟରୁ ଆଉ ୧୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୨୪
ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ଭିତରେ ଜୀବନ ଯାଉଛି । ମୃତ୍ୟୁସଂଖ୍ୟା ୯ଶହ ପାର କଲାଣି । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୭ ଜଣଙ୍କର ଜୀବନ ନେଇଛି ମହାମାରୀ । ରାଜ୍ୟରେ ୯୨୪କୁ ବୃଦ୍ଧି ପାଇଛି କରୋନା ମୃତ୍ୟୁସଂଖ୍ୟା ।
Regret to inform the demise of seventeen…