Hirakud Dam: ବନ୍ଦ ହେଲା ହୀରାକୁଦ ଡ୍ୟାମର ୪ଟି ଗେଟ୍, ୨୦ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ
ସମ୍ବଲପୁର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ୍ । ଉପରମୁଣ୍ଡରେ ଜଳପ୍ରବାହ ହ୍ରାସ ପାଇବାରୁ ଏହି ଗେଟ୍ ଗୁଡିକୁ ବନ୍ଦ କରିଦିଆଯାଇଛି । ବର୍ତ୍ତମାନ ୨୦ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ସେଥିମଧ୍ୟରୁ ବାମ ପଟେ ୧୩ଟି ଓ ଡାହାଣ ପଟେ ୭ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ…