କରୋନା ଆତଙ୍କ: ଆଜିଠାରୁ କାର୍ଯ୍ୟକ୍ଷମ ହେବ ପିଆଇବିର କୋଭିଡ-19 ଫାକ୍ଟଚେକ୍ ୟୁନିଟ
ନୂଆଦିଲ୍ଲୀ: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧିନସ୍ଥ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ରେ ଏକ କୋଭିଡ19 ଫାକ୍ଟ ଚେକ ୟୁନିଟ ଗଠନ କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି ।
ଏହି ୟୁନିଟ ଆଜିଠାରୁ କାର୍ଯ୍ୟକ୍ଷମ ହେବ । କୋଭିଡ19 ସମ୍ପର୍କିତ କେନ୍ଦ୍ର ସରକାରଙ୍କ ସହ ଜଡିତ…