ଆଜି ବାପୁଙ୍କ ଜନ୍ମ ଦିନ
ମହାତ୍ମା ଗାନ୍ଧୀଙ୍କ ଜନ୍ମ ଦିବସକୁ ଗାନ୍ଧୀ ଜୟନ୍ତୀ ବା ଅନ୍ତର୍ଜାତୀୟ ଅହିଂସା ଦିବସ ଭାବେ ପାଳନ କରାଯାଏ। ପ୍ରତିବର୍ଷ ଅକ୍ଟୋବର ୨ ତାରିଖରେ ଗାନ୍ଧୀ ଜୟନ୍ତୀ ପାଳିତ ହୁଏ । ମହାତ୍ମା ଗାନ୍ଧୀ ୧୮୬୯, ଅକ୍ଟୋବର ୨ରେ ଗୁଜୁରାଟର ପୋର ବନ୍ଦରଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ସମ୍ପୂର୍ଣ୍ଣ…