କରୋନାଭାଇରସ: ଗୋଟିଏ ଦିନରେ ଇଟାଲିରେ ୮୧୨ ମୃତ
ଇଟାଲି: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଇଟାଲିରେ ମୃତ୍ୟୁ ସଂଖ୍ୟା ୧୧,୫୯୦ରୁ ଅଧିକ ଟପିଲାଣି । ଏହାବ୍ୟତିତ ୧୦୦,୦୦୦ରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି ।
ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ କରୋନା ଭାଇରସ୍…