କୋଭିଡ୍-୧୯: ଭୁବନେଶ୍ୱରରେ ଜବତ ହେଲା ବିପୁଳ ପରିମାଣର ନକଲି ସାନିଟାଇଜର୍
ଭୁବନେଶ୍ୱର: ରାଜଧାନୀର ଝାରପଡ଼ା ଅଞ୍ଚଳରୁ ଡ୍ରଗ୍ କଣ୍ଟ୍ରୋଲ୍ ଅଧିକାରୀମାନେ ସୋମବାର ଦିନ ବିପୁଳ ପରିମାଣର ନକଲି ସାନିଟାଇଜର୍ ଜବତ କରିଛନ୍ତି ।
ସରକାରୀ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ, ବିନା ଲାଇସେନ୍ସରେ ନକଲି ହ୍ୟାଣ୍ଡୱାସ ତିଆରି କରାଯାଉଥିଲା ।
ଏହି ର୍ୟାକେଟରେ ସଂପୃକ୍ତ…