Latest Odisha News

BREAKING NEWS

ଆମେରିକାରେ ଅଣାୟତ୍ତ କରୋନା: ଏପ୍ରିଲ ୩୦ ଯାଏଁ ଘୁଞ୍ଚିଲା ସାମାଜିକ ଦୂରତା ଗାଇଡଲାଇନ

ୱାସିଂଟନ: ବଢୁଥିବା କରୋନା ଭାଇରସର ଭୟାବହତାକୁ ଦୃଷ୍ଟିରେ ରଖି ଆମେରିକା ରାଷ୍ଟ୍ରପତି ଡୋନାଲ ଟ୍ରମ୍ପ ସାମାଜିକ ଦୂରତା ଗାଇଡଲାଇନକୁ ଏପ୍ରିଲ ୩୦ ଯାଏଁ ବୃଦ୍ଧି କରିଛନ୍ତି। ହ୍ଵାଇଟ ହାଉସରେ ହୋଇଥିବା ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇ ଟ୍ରମ୍ପ ଏହି ସୂଚନା ପ୍ରଦାନ କରିଛନ୍ତି । ତେବେ…

କରୋନା ମହାମାରୀ: ବିଶ୍ୱରେ ୬ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: କରୋନା ଆଁରେ ସାରା ବିଶ୍ୱ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ଜାରି ହୋଇଥିବା ରିପୋର୍ଟ ଅନୁଯାୟୀ ଏହି ମହାମାରୀ ପ୍ରଭାବରେ ସାରା ବିଶ୍ୱରେ ଏପର୍ଯ୍ୟନ୍ତ ୬ ଲକ୍ଷ ୩୪ ହଜାର ୮୩୫ ଜଣ ଲୋକ ଆକ୍ରାନ୍ତ ଥିବା ବେଳେ ମୃତ୍ୟୁ ସଂଖ୍ୟା ସାଢ଼େ ୩ ଲକ୍ଷ ଟପି ସାରିଛି । ଗତ ୨୪ ଘଣ୍ଟା…

ଭାରତରେ ଗମ୍ଭିର ହେଉଛି ସ୍ଥିତି: ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି

ନୂଆଦିଲ୍ଲୀ: ଭାରତରେ ଅଣାୟତ ହେଉଛି କରୋନା । ଦ୍ରୁତ ଗତିରେ ସଂକ୍ରମିତ ହୋଇ ଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ସୋମବାର ଦିନ ଏହି ସଂଖ୍ୟା ୧୦୨୪ ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏଥିସହିତ କରୋନାଭାଇରସ…

କରୋନା ଯୁଦ୍ଧରେ ଓଡ଼ିଶାର ମଙ୍ଗ ଧରିଥିବା ସୁବ୍ରୋତ ବାଗଚିଙ୍କ ସମ୍ପର୍କରେ, ଜାଣନ୍ତୁ

ଭୁବନେଶ୍ୱର: କରୋନା ଆତଙ୍କରେ ଆତଙ୍କିତ ସାରା ବିଶ୍ୱ । ଏହାର ସଫଳ ମୁକାବିଲା ପାଇଁ କେନ୍ଦ୍ର ସମେତ ସମସ୍ତ ରାଜ୍ୟର ସରକାର ଅଣ୍ଟା ଭିଡିଛନ୍ତି । ତେବେ ଏହି କରୋନା ଯୁଦ୍ଧରେ ଓଡ଼ିଶା ମଙ୍ଗ ଧରିଛନ୍ତି ସୁବ୍ରୋତ ବାଗଚି । ରାଜ୍ୟ ସରକାରଙ୍କ କୋଭିଡ-୧୯ ମୁଖ୍ୟ ମୁଖପାତ୍ର ସାଜିଥିବା ଏହି…

ମୋଦିଙ୍କ ଟୁଇଟ୍‌ରେ କୁନି ଝିଅର କରୋନା ସଚେତନତା ବାର୍ତ୍ତା

ନୂଆଦିଲ୍ଳୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ସମୟରେ ସାଧାରଣଲୋକଙ୍କ ଭଲ କାମ ଓ ବାର୍ତ୍ତାକୁ ନିଜ ପକ୍ଷରୁ ଟୁଇଟ୍ କରି ଉତ୍ସାହିତ କରିବାର ଅନେକ ନଜିର୍ ରହିଛି । ତେବେ ରବିବାର ଅପରାହ୍ନରେ ନରେନ୍ଦ୍ର ମୋଦିଙ୍କ ଟ୍ୱିଟରରେ ସ୍ଥାନ ପାଇଥିଲା କରୋନା ସଂକ୍ରମଣ ଓ ଲକ୍ ଡାଉନ୍ କୁ…

କରୋନା ସହ ଲଢେଇ: ବିଭିନ୍ନ ଷ୍ଟେସନରେ ଗରିବ ଲୋକଙ୍କୁ ଖାଦ୍ୟ ଯୋଗାଇବ ରେଳବାଇ

ଭୁବନେଶ୍ୱର: ସାରା ଭାରତରେ କରୋନା ଭୂତାଣୁ ସଂକ୍ରମଣ ଯୋଗୁଁ ଲକଡ଼ାଉନ ହୋଇଛି । ଯେଉଁ ଷ୍ଟେସନରେ ଦିନ ମଜୁରିଆ ଗୁଜୁରାଣ ମେଣ୍ଟାଉଥିଲେ ସେଠାରେ ହଜାର ହଜାର ସଂଖ୍ୟାରେ ମଜୁରିଆ ସେମାନଙ୍କ ଜୀବୀକା ହରାଇଛନ୍ତି । ଏହି କ୍ଷତିଗ୍ରସ୍ତ ଲୋକମାନଙ୍କୁ ଖାଦ୍ୟ ଯୋଗାଇଦେବାକୁ ରେଳ ମନ୍ତ୍ରଣାଳୟ ସହଯୋଗର…

ମନ୍ କି ବାତ୍‌ରେ ନର୍ସ ଓ ସ୍ୱାସ୍ଥ୍ୟ କର୍ମୀଙ୍କୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ: ମନ୍ କି ବାତ୍‌ ରେଡିଓ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାନବତାରେ ପୂର୍ଣ୍ଣ ନର୍ସମାନଙ୍କୁ ବେଶ୍ ପ୍ରଶଂସା କରିଛନ୍ତି । ସେମାନଙ୍କ ସେବା ମନୋଭାବ ସହ କାମ ଅତୁଳନୀୟ ବୋଲି ସେ କହିଛନ୍ତି । ଚଳିତ ବର୍ଷ ଅର୍ଥାତ୍ ୨୦୨୦ ମସିହାକୁ ପୂରା ବିଶ୍ୱରେ ଅନ୍ତର୍ଜାତୀୟ ନର୍ସ ଓ…

ଲକ୍‌ଡାଉନ ସମୟରେ ପୋଲିସ କର୍ମଚାରୀଙ୍କୁ ମିଳିବ ସାପ୍ତାହିକ ଛୁଟି

ଭୁବନେଶ୍ୱର: ଲକ୍ ଡାଉନ ସମୟରେ ରାଜ୍ୟରେ ପୋଲିସ କର୍ମଚାରୀଙ୍କ ଦାୟିତ୍ୱ ଦୁଇଗୁଣ ବଢିଯାଇଛି । ରାସ୍ତାରେ ଲୋକେ ଯେପରି ଭିଡ ନ ଜମାଇବେ, ଦୋକାନ ବଜାରରେ ଭିଡ ନ ଜମାଇବେ ସେଥିପାଇଁ ବିଭିନ୍ନ ସ୍ଥାନରେ ଡ୍ୟୁଟିରେ ରହୁଛନ୍ତି ପୋଲିସ କର୍ମଚାରୀ । ତେବେ ସେମାନଙ୍କ ଉପରେ କାମର ଚାପ ରହୁଥିବାରୁ…

କଟକର ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସିତ ହେବେ କୋଭିଡ୍‌-୧୯ ରୋଗୀ

କଟକ: କଟକର ଅଶ୍ୱିନୀ ହସ୍ପିଟାଲରେ କୋଭିଡ୍‌-୧୯ ଚିକିତ୍ସା ଲାଗି ସମସ୍ତ ପ୍ରକାର ଆନୁଷଙ୍ଗିକ ଚିକିତ୍ସା ବ୍ୟବସ୍ଥା ରୋଗୀ ମାନଙ୍କ ଲାଗି ଖୁବଶିଘ୍ର ଉପଲବ୍ଧ ହେବ । ଏହି ରୋଗର ସଂକ୍ରମଣ ଲାଗି ଉପଯୁକ୍ତ ଚିକିତ୍ସା ରୋଗୀ କିପରି ପାଇପାରିବେ ସେଥିଲାଗି ବ୍ୟବସ୍ଥା ଚାଲିଛି । ଇତିମଧ୍ୟରେ…

ଓଡିଶାରେ ନିଖୋଜ ୨୮୫୬ ବିଦେଶ ଫେରନ୍ତାଙ୍କୁ ଖୋଜିବାକୁ ନିର୍ଦ୍ଦେଶ ଦେଲା ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର: କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଗତ ୧୪ ଦିନ ଭିତରେ ବିଦେଶରୁ ଓଡିଶାକୁ ଆସିଥିବା ୨୮୫୬ ବ୍ୟକ୍ତିଙ୍କ ଏ ଯାଏଁ କୌଣସି ସୂଚନା ମିଳୁ ନ ଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ସର୍ବଶେଷ ତଥ୍ୟ ଅନୁଯାୟୀ, ଏହି ବ୍ୟକ୍ତିମାନଙ୍କୁ ଜିଲ୍ଲା ନୀରିକ୍ଷଣ ଦଳଗୁଡିକ ଦ୍ୱାରା…