୫ ହଜାର ତଳକୁ ଖସିଲା ଆକ୍ଟିଭ କେସ୍; ୨୪ ଘଣ୍ଟାରେ ଚିହ୍ନଟ ଆକ୍ରାନ୍ତଙ୍କ ଦୁଇଗୁଣ ବ୍ୟକ୍ତି ହେଲେ ସୁସ୍ଥ
ଭୁବନେଶ୍ୱର: ରାଜ୍ୟରେ ତଳମୁଁହା କରୋନା ଗ୍ରାଫ। ୨୪ ଘଣ୍ଟାରେ ୪୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁସ୍ଥ ହୋଇଛନ୍ତି ୮୦୯ ଜଣ।
ଏହାସହ ଓଡିଶାରେ ଆରୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟା ୩,୧୨,୦୬୫ ଛୁଇଁଛି। ଏହା ସହିତ ରାଜ୍ୟରେ ସକ୍ରିୟ ମାମଲା ୪୮୬୮ କୁ ହ୍ରାସ ପାଇଛି। ସ୍ୱାସ୍ଥ୍ୟ ଏବଂ ପରିବାର…