Latest Odisha News

BREAKING NEWS

କୋଭିଡ୍ ଟିକା ନିର୍ମାତା ୩ଟି କମ୍ପାନୀ ସହ ଆଜି ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କୋଭିଡ୍‌ ଟିକା ପ୍ରସ୍ତୁତ କରୁଥିବା ୩ଟି କମ୍ପାନୀ ସହ ଆଲୋଚନା କରିବେ । ଭର୍ଚ୍ଚୁଆଲ ମିଟିଂରେ ଜେନୋଭା ବାୟୋଫାର୍ମା, ବାୟୋଲୋଜିକାଲ-ଇ’ ଓ ଡକ୍ଟର ରେଡ୍ଡି ଫାର୍ମା ପ୍ରତିନିଧି ଯୋଗଦେବେ । ଗତ ଶନିବାର ଦିନ ପ୍ରଧାନମନ୍ତ୍ରୀ ଜାଇଡସ…

ପଞ୍ଚୁକର ଶେଷ ଦିନ; ଖାଁ ଖାଁ ଦେବାଳୟ

ଭୁବନେଶ୍ୱର: ମହା ପଞ୍ଚୁକ ବ୍ରତର ଆଜି ହେଉଛି ଶେଷ ଦିନ। ଧର୍ମ ମାସ କାର୍ତ୍ତିକର ଏହି ଶ୍ରେଷ୍ଠ ୫ ଦିନ ଗାଁ ଠୁ ସହର ସବୁଠୁ ଭିଡ଼ ଲାଗି ରହିଥିବା ବେଳେ ଚଳିତ ଥର କିନ୍ତୁ କୋଭିଡ ଯୋଗୁଁ ସବୁକିଛି ଫିକା ପଡିଛି। ବାଡ଼ି ଭୋରରୁ ଦେବାଳୟ ସମ୍ମୁଖରେ ଲାଗେ ଭକ୍ତଙ୍କ ଗହଳି। ଜନସମୁଦ୍ର ପାଲଟେ ମନ୍ଦିର…

ଆଜି କାର୍ତ୍ତିକ ପୂର୍ଣ୍ଣିମା…

ଭୁବନେଶ୍ୱର: ଆଜି କାର୍ତ୍ତିକ ପୂର୍ଣ୍ଣିମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ଏହା ପରିଚିତ ‌। ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର…

ଆଜି ଶ୍ରୀମନ୍ଦିରରେ ତିନିଠାକୁରଙ୍କ ରାଜରାଜେଶ୍ୱର ବେଶ; ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହେବେ ଦାରୁଦିଅଁ

ଭୁବନେଶ୍ୱର: କାର୍ତ୍ତିକ ମାସର ପଞ୍ଚୁକ ୫ଦିନ ଶ୍ରୀମନ୍ଦିରରେ ମହାପ୍ରଭୁ ପାଞ୍ଚଟି ସ୍ବତନ୍ତ୍ର ବେଶରେ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି। ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ତିଥିରେ ମହାପ୍ରଭୁ ରାଜରାଜେଶ୍ୱର ବା ସୁନା ବେଶରେ ସଜେଇ ହୋଇଛନ୍ତି। କାର୍ତ୍ତିକମାସ ପୂର୍ଣ୍ଣିମାରେ ପାରମ୍ପରିକ…

ଓଡ଼ିଆ ସଂସ୍କୃତିରେ ବୋଇତ ବନ୍ଦାଣ…

ଭୁବନେଶ୍ୱର: କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଓଡିଶାର ପ୍ରାୟତଃ ସ୍ଥାନରେ ଡଙ୍ଗାଭସା ବା  ବୋଇତ ବନ୍ଦାଣ ଉତ୍ସବ ମହା ଆଡମ୍ବରରେ ପାଳିତ ହୋଇଥାଏ । ଏହି ଉତ୍ସବ କାହିଁ କେଉଁ ଅନାଦି କାଳରୁ ଉତ୍କଳୀୟ ପରମ୍ପରାରେ ସହ ଜଡିତ । ଏହି ଦିନ ବ୍ରହ୍ମମୂହୁର୍ତ୍ତରୁ ଉଠି ଲୋକେ ବିଭିନ୍ନ ପ୍ରକାରର ବୋଇତ…

ସୀମା ଟପୁଛି ବର୍ବରତା; ଘରୁ ଟେକି ନେଇ ୫ ବର୍ଷର ଶିଶୁ ସହ ଦୁଷ୍କର୍ମ ଅଭିଯୋଗ

ଆଳି: ପ୍ରତିଦିନ ଦୁଷ୍କର୍ମ ଓ ହତ୍ୟା ଭଳି ଖବର ସାମ୍ନାକୁ ଆସୁଥିବା ବେଳେ ଧୀରେ ଧୀରେ ଏହା ଯେପରି ସବୁ ସୀମା ପାର୍ ହୋଇ ଯାଉଛି। ଧୀରେ ଧୀରେ ଏହି ଦୁର୍ବୁତ୍ତ ମାନେ ବର୍ବରତାର ସବୁ ସୀମା ଟପି ଯାଉଛନ୍ତି। ଏହିଭଳି ଏକ ଅମାନବୀୟ ଘଟଣା ଘଟିଛି ଆଳିଥାନା ଭୂଇଁପୁର,ବନ୍ଧସାହି ଗ୍ରାମରେ। ଏହି…

ଓଡ଼ିଶାରେ ଆରମ୍ଭ ହେବ ଓସିଏଲ ଟି-ଟ୍ୱେଣ୍ଟି !

କଟକ: କଟକ ବାରବାଟୀ ରେ ଡିସେମ୍ବର ୧୪ରୁ ଓସିଏଲ ଟି-ଟ୍ୱେଣ୍ଟି ଆରମ୍ଭ ଲାଗି ଓସିଏ ପକ୍ଷରୁ ଯୋଜନା କରାଯାଇଛି। TCM ସହଯୋଗରେ ଓସିଏ ଆୟୋଜନ କରିବ ଏହି ଟୁର୍ଣ୍ଣାମେଣ୍ଟ। ଓଡ଼ିଶା କ୍ରିକେଟ ଆସୋସିଏସନ୍ ସଂପାଦକ ସଂଜୟ ବେହେରା ଏହି ସୂଚନା ଦେଇଛନ୍ତି। ଏହି ଟୁର୍ଣ୍ଣାମେଣ୍ଟ ଆୟୋଜନ ନେଇ ଓସିଏ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା୩୦-୧୧-୨୦୨୦ ସୋମବାର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ନଭେମ୍ବର ତା ୩୦ ରିଖ ସୋମବାର ବିଛା ୧୫ ଦିନ କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତିଥି ରୋହିଣୀ ନକ୍ଷତ୍ର ବୃଷ ଚନ୍ଦ୍ର   ଘାତ ବାର-: ମିଥୁନ ରାଶିର       ଘାତ ଚନ୍ଦ୍ର:- ବିଛା ରାଶି ପୁରୁଷଙ୍କର…

କେନ୍ଦ୍ରର ପ୍ରସ୍ତାବକୁ କୃଷକଙ୍କ ପ୍ରତ୍ୟାଖ୍ୟାନ: ବୁରାଡି ମୈଦାନ ନୁହଁ, ଓପନ ଜେଲ

ନୂଆଦିଲ୍ଲୀ: ନୂଆ କୃଷି ଆଇନ ବିରୋଧରେ ଆନ୍ଦୋଳନ କରୁଥିବା କୃଷକ ପଛକୁ ହଟିବାକୁ ପ୍ରସ୍ତୁତ ନାହାନ୍ତି । ଅପରାହ୍ଣରେ କୃଷକ ସଂଘ ପକ୍ଷରୁ ଦ୍ବିତୀୟ ଥର ବୈଠକ ହୋଇଛି । ବୈଠକ ପରେ କୃଷକଙ୍କ ପକ୍ଷରୁ ପ୍ରେସ୍ କନଫରେନ୍ସ କରାଯାଇ ସରକାରଙ୍କୁ ଟାର୍ଗେଟ୍ କରାଯାଇଥିଲା । କହିଛନ୍ତି, ସରକାର ଆମ…

ଆଇଏସଏଲ: ଦ୍ୱିତୀୟାର୍ଦ୍ଧରେ ଚମତ୍କାର ପ୍ରଦର୍ଶନ କରି ମ୍ୟାଚ ଡ୍ର ରଖିଲା ଓଡିଶା ଏଫସି

ଭୁବନେଶ୍ୱର: ଭାସ୍କୋରେ ଇଣ୍ଡିଆନ ସୁପର ଲିଗ ଫୁଟବଲର ରବିବାର ଅନୁଷ୍ଠିତ ଏକ ସଂଘର୍ଷପୂର୍ଣ୍ଣ ମୁକାବିଲାରେ ଓଡିଶା ଏଫସି ୨-୨ ଗୋଲରେ ଜାମସେଦପୁର ସହ ମ୍ୟାଚ ଡ୍ର ରଖିବାରେ ସଫଳ ହୋଇଛି । ଓଡିଶା ଦ୍ୱିତୀୟାର୍ଦ୍ଧରେ ଚମତ୍କାର ପ୍ରଦର୍ଶନ କରିଥିଲା । ଚଳିତ ସିଜନରେ ଓଡିଶାର ଏହା ପ୍ରଥମ ପଏଂଟ ।…