କ୍ଲାସ୍ ରୟାଲ୍ ପାର୍ଟନର୍ସ ପକ୍ଷରୁ ୨୭ ଦିନିଆ ଗେମିଂ ଟୁର୍ଣ୍ଣାମେଂଟ୍ ପାଇଁ ଜିଓ ସହ ସହଯୋଗିତା ସ୍ଥାପନ
ଭୁବନେଶ୍ୱର /ମୁମ୍ବାଇ: ଜିଓଗେମସ୍ ପକ୍ଷରୁ ଏକ ୨୭ ଦିନିଆ କ୍ଲାସ୍ ରୟାଲ୍ ଟୁର୍ଣ୍ଣାମେଂଟ୍ ଆୟୋଜନ କରାଯାଉଛି ଯେଉଁଥିରେ ବିଜେତାଙ୍କୁ \"ଭାରତର ଗେମିଂ ଚାମ୍ପିଆନ୍’ ମୁକୁଟ ପ୍ରଦାନ କରାଯିବ ।
କ୍ଲାସ୍ ରୟାଲ୍ ହେଉଛି ଏକ ଫ୍ରିମିୟମ୍, ବାସ୍ତବ-ସମୟର ଏକାଧିକ ଖେଳାଳୀ ସାମିଲ୍ ହେଉଥିବା ଏକ…