Latest Odisha News

BREAKING NEWS

ଗୁଜବ ରୋକିବା ପାଇଁ ମାଇଁଗଭ କରୋନା ହେଲ୍ପ ଡେସ୍କ ଆରମ୍ଭ କଲେ ଭାରତ ସରକାର

ନୂଆଦିଲ୍ଲୀ: କରୋନା ଭୁତାଣୁ ସଂକ୍ରମଣ ନେଇ ଜନସାଧାରଣରେ ଭୟ ସୃଷ୍ଟି ହୋଇଥିବା ବେଳେ ସୋସିଆଲ ମିଡିଆରେ ଗୁଜବ ଓ ମିଥ୍ୟା ଖବର ପ୍ରସାର ରୋକିବା ପାଇଁ ଭାରତ ସରକାର ହ୍ଵାଟ୍ସଆପରେ ଏକ ଚାଟ-ବଟ ମାଇଁଗଭ କରୋନା ହେଲ୍ପ ଡେସ୍କ ଆରମ୍ଭ କରିଛନ୍ତି । ଏହା ଜରିଆରେ କରୋନା ମହାମାରୀ ଉପରେ ଲୋକଙ୍କ…

ଲକ୍‌ଡାଉନ ସପ୍ତାହରେ ଗୁରୁତ୍ୱପୂର୍ଣ୍ଣ ରୁଟରେ ଗଡିବ ୧୭ଟି ମୋ ବସ୍

ଭୁବନେଶ୍ୱର: କରୋନା ଭୟରେ ଆଜି ସକାଳ ୭ଟା ଠାରୁ ଆସନ୍ତା ୨୯ ତାରିଖ ରାତି ୯ ଟା ଯାଏଁ ରାଜ୍ୟର ୫ଟି ଜିଲ୍ଲା ଓ ଆଠଟି ପ୍ରମୁଖ ସହରରେ ସମ୍ପୂର୍ଣ୍ଣ ବନ୍ଦ ବା ଲକ୍‌ଡାଉନ ଘୋଷଣା ହୋଇଛି । ତେବେ ଏହି ଲକ୍ ଡାଉନ ସପ୍ତାହ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ରୁଟରେ ୧୭ଟି ମୋ ବସ୍ ଚାଲିବ ବୋଲି କ୍ୟାପିଟାଲ…

କରୋନା ଆତଙ୍କ: ରାଜସ୍ଥାନ ଟୋଟାଲ୍ ଲକ୍‌-ଡାଉନ୍

ରାଜସ୍ଥାନ: ଦେଶର ପ୍ରଥମ ରାଜ୍ୟ ଭାବେ ଓଡିଶାର ଘୋଷଣା ୪୦% ଲକ୍‌-ଡାଉନ୍ । ଓଡିଶାର ୮ଟି ପ୍ରମୁଖ ସହର ସମେତ ୫ଟି ଜିଲ୍ଲାକୁ ଲକ୍‌-ଡାଉନ୍ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଦେଶର ପ୍ରଥମ ରାଜ୍ୟ ଭାବେ ରାଜସ୍ଥାନ ଟୋଟାଲ ଲକ୍‌-ଡାଉନ୍ ହୋଇଛି । In order to contain…

ରବିବାର ବର୍ଷା ସମ୍ଭାବନା: ଜାଣନ୍ତୁ, କେଉଁ ୯ଟି ଜିଲ୍ଲାକୁ ରହିଛି ୟେଲୋ ୱାର୍ଣ୍ଣିଂ !

ଭୁବନେଶ୍ୱର: ଓଡ଼ିଶାର ୯ଟି ଜିଲ୍ଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ଓ ଝଡ଼ବର୍ଷା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏପରିକି ଏହି ସବୁ ଜିଲ୍ଲା ଗୁଡ଼ିକରେ ବୃଷ୍ଟିପାତ ସାଙ୍ଗକୁ ପ୍ରବଳ ବେଗରେ ପବନ ବହିବାର ଆଶଙ୍କା ରହିଥିବାର ସତର୍କ ସୂଚନା ଦେଇଛି…

ସୁକମାରେ ସୁରକ୍ଷାବାହିନୀ – ନକ୍ସଲ ମୁହାଁମୁହିଁ, ୧୧ ଯବାନ ଆହତ

ରାୟପୁର: ସୁରକ୍ଷାବାହିନୀ ଓ ନକ୍ସଲଙ୍କ ମଧ୍ୟରେ ଶନିବାର ଅପରାହ୍ନରେ ଛତିଶଗଡ ସୁକମା ଜିଲ୍ଲାର କୋରଜଗୁଡା ପାହାଡ ତଳେ ଗୁଳି ବିନିମୟ ଘଟିଥିବା ସୂଚନା ମିଳିଛି । ନକ୍ସଲ ଗତିବିଧିର ସୂଚନା ପାଇବା ପରେ ସ୍ୱତନ୍ତ୍ର ଟାସ୍କଫୋର୍ସ ଓ କୋବ୍ରା ବାହିନୀ ପକ୍ଷରୁ ସେ ଅଞ୍ଚଳକୁ ଗସ୍ତ କରିଥିଲେ । ଗୁଳି…

କରୋନା ଲକ୍‌-ଡାଉନରେ କେଉଁଗୁଡ଼ିକ କଟକଣା ମୁକ୍ତ, କ’ଣ ରହିବ ବନ୍ଦ ଜାଣନ୍ତୁ…

ଭୁବନେଶ୍ୱର: ମରଣାନ୍ତକ କରୋନା ଭାଇରସ୍ ଏବେ ସମଗ୍ର ବିଶ୍ୱରେ ଦେଶକୁ ଦେଶ ଦ୍ରୁତଗତିରେ ବ୍ୟାପୀ ଚାଲିଥିବା ବେଳେ ଭାରତ ସମେତ ଓଡ଼ିଶାରେ ମଧ୍ୟ ସଂକ୍ରମଣର ବିପଦ ରହିଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍‌-ଡାଉନ୍ ପରି ଗୁରୁତ୍ୱପୂର୍ଣ୍ଣ ତଥା ସାହସିକ ପଦକ୍ଷେପ ଗ୍ରହଣ…

୧୨ ରେଳଯାତ୍ରୀ କରୋନା ପଜିଟିଭ୍ ଥିବା ସୂଚନା ଦେଲା ରେଳବିଭାଗ

ନୂଆଦିଲ୍ଲୀ: ଦୁଇଟି ଅଲଗା ଅଲଗା ଟ୍ରେନରେ ନିକଟରେ ଯାତ୍ରା କରିଥିବା ୧୨ ଜଣ ଯାତ୍ରୀ କୋଭିଡ୧୯ ପଜିଟିଭ ଚିହ୍ନଟ ହୋଇଥିବା ରେଳ ମନ୍ତ୍ରଣାଳୟ ସୂଚନା ଦେଇଛି । ଏହି ୧୨ ଜଣଙ୍କ ମଧ୍ୟରୁ ୮ ଯାତ୍ରୀ ଆନ୍ଧ୍ରପ୍ରଦେଶ ସମ୍ପର୍କକ୍ରାନ୍ତି ଏକ୍ସପ୍ରେସରେ ମାର୍ଚ୍ଚ ୧୩ରେ ଦିଲ୍ଲୀରୁ ରାମାଗୁଣ୍ଡମ୍ ଯାଇଥିବା…

ଓଡିଶାରେ ଲକ୍‌ଡାଉନ ବେଳେ କଣ ସବୁ ଉପରେ ରହିବ କଟକଣା ଜାଣନ୍ତୁ

ଭୁବନେଶ୍ୱର: କରୋନା ଭୂତାଣୁ ସଂକ୍ରମଣର ସମ୍ଭାବ୍ୟ ବିପଦକୁୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ସକାଳ ୭ଟା ଠାରୁ ଆସନ୍ତା ୨୯ ତାରିଖ ରାତି ୯ ଟା ଯାଏଁ ରାଜ୍ୟର ୫ଟି ଜିଲ୍ଲା ଓ ଆଠଟି ପ୍ରମୁଖ ସହରରେ ସମ୍ପୂର୍ଣ୍ଣ ବନ୍ଦ ବା ଲକ୍‌ଡାଉନ ଘୋଷଣା କରିଛନ୍ତି । ତେବେ ଏହି ଆଠ…

କରୋନା ଆଲର୍ଟ: ଦେଶର ପ୍ରଥମ ରାଜ୍ୟ ଭାବେ ୪୦% ଓଡ଼ିଶା ଲକ୍‌-ଡାଉନ୍ !

ଭୁବନେଶ୍ୱର: ମରଣାନ୍ତକ କରୋନା ଭୂତାଣୁ ବିରୋଧରେ ଲଢେଇ ଜାରି ରଖିବା ସହିତ ଓଡ଼ିଶାର ୫ଟି ଜିଲ୍ଲା ସମେତ ୮ଟି ପ୍ରମୁଖ ସହରକୁ ଲକ୍‌-ଡାଉନ୍ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ଭୂତାଣୁ ବିରୋଧରେ ଏକପ୍ରକାର ଯୁଦ୍ଧ ଘୋଷଣା କରି କୌଣସି ରାଜ୍ୟ ୪୦ % ଲକ୍‌-ଡାଉନ୍ ହେବା…

ଦକ୍ଷିଣକୋରିଆ ଉଦ୍ୟମକୁ ବିଭିନ୍ନ ମହଲରେ ପ୍ରଶଂସା

ସିଓଲ: ଚୀନରେ ପରେ ପ୍ରାରମ୍ଭିକ ପର୍ଯ୍ୟାୟରେ ସବୁଠାରୁ ବେଶି କରୋନା ସଂକ୍ରମଣର ଶୀକାର ହୋଇଥିଲେ ଦକ୍ଷିଣ କୋରିଆର ଲୋକେ । ୧୦ ଦିନ ମଧ୍ୟରେ ଏହା ୩ଗୁଣ ବଢ଼ି ଯାଇଥିଲା । ତେବେ ସ୍ଥାନୀୟ ସରକାର କଠୋର ପଦକ୍ଷେପ ଗ୍ରହଣ କରି ୨.୧୨ ଲକ୍ଷ ଲୋକଙ୍କ ସଂକ୍ରମିତ ହୋଇଥିବା କିମ୍ବା ସନ୍ଦେହରେ ଥିବା ନେଇ…