ଭାରତରେ ବଢୁଛି କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଗୁରୁବାର ଦିନ ଏହି ସଂଖ୍ୟା ୧୬୯ରେ ପହଞ୍ଚିଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।
ଆହୁରି ମଧ୍ୟ ସମସ୍ତ ୧୬୯ ଜଣ ଆକ୍ରାନ୍ତଙ୍କ ମଧ୍ୟରେ…