ଆଇପିଏଲ ଆଉ କିଛି ସମୟ ପରେ: ଚେନ୍ନାଇ ସୁପର କିଙ୍ଗ୍ସ-ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଉଦଘାଟନୀ ମୁକାବିଲା
ଶାରଜା: ଇଣ୍ଡିଆନ ପ୍ରିମିୟର ଲିଗର ୧୩ତମ ସଂସ୍କରଣ ଆଉ କିଛି ସମୟ ପରେ ଆରମ୍ଭ ହୋଇଯିବ । ଭାରତୀୟ ସମୟ ସନ୍ଧ୍ୟା ୭ଟା୩୦ରେ ଆଇପିଏଲର ଉଦଘାଟନୀ ମୁକାବିଲା ଚେନ୍ନାଇ ସୁପର କିଙ୍ଗ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯିବ । ପ୍ରଶଂସକମାନେ ଦୀର୍ଘ ଦିନ ପରେ ପଡିଆରେ ମହେନ୍ଦ୍ର ସିଂ ଧୋନୀଙ୍କୁ…