ଜାଣନ୍ତୁ, କେମିତି କଟିବ ଆଜି ଦିନ…
ରାଶି ଫଳ
ତା ୧୮-୩-୨୦୨୦ ବୁଧବାର
ଆଜି ଦିନର ମହତ୍ତ୍ୱ
ଆଜି ହେଉଛି ୨୦୨୦ ମସିହା ମାର୍ଚ୍ଚ
ତା ୧୮ ରିଖ ବୁଧବାର ମୀନ ୫ ଦିନ ଚୈତ୍ର ମାସ କୃଷ୍ଣ ପକ୍ଷ ଦଶମୀ ତିଥି ପୂର୍ବାଷାଢା ନକ୍ଷତ୍ର ଧନୁ ଚନ୍ଦ୍ର
ଘାତ ବାର-: କର୍କଟ ରାଶିର
ଘାତ ଚନ୍ଦ୍ର:- ତୁଳା, କୁମ୍ଭ ରାଶି ପୁରୁଷ…