ଆମେରିକାଜ ଗଟ୍ ଟାଲେଣ୍ଟ ସିଜିନ-୧୫ ଫାଇନାଲରେ ଓଡିଆ ପୁଅ ସୁମନ୍ତ
ଭୁବନେଶ୍ୱର: ଆମେରିକାଜ ଗଟ୍ ଟାଲେଣ୍ଟରେ ସାଲସା ଓ ହିପ୍ହପ୍ ଡ୍ୟାନ୍ସ ପ୍ରଦର୍ଶନ କରି ଚର୍ଚ୍ଚାରେ ଓଡିଆ ପୁଅ ସୁମନ୍ତ ଓ ପଶ୍ଟିବଙ୍ଗର ଝିଅ ସୋନାଲି । ଏବେ ସେମାନେ ଫାଇନାଲରେ ପହଞ୍ଚିଛନ୍ତି । ଫାଇନାଲ ପାଇଁ ସେମାନେ ଶନିବାର ମୁମ୍ବାଇରୁ ଆମେରିକା ଅଭିମୁଖେ ଯାତ୍ରା କରିବେ ।
ପ୍ରଥମ ଥର…