Assam Police Raids: ଭୁବନେଶ୍ବରରେ ମୋଷ୍ଟ ୱାଣ୍ଟେଡକୁ ଧରିବାକୁ ଆସାମ ପୋଲିସର ରେଡ୍
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଆସାମ ପୋଲିସ ଗୁରୁବାର ରେଡ୍ କରିଛି। ତେବେ ଜଣେ ମୋଷ୍ଟ ଓ୍ବାଣ୍ଟେଡ୍ ଆତ୍ମଗୋପନ କରିଥିବା ସୂଚନା ପରେ ଏହି ଚଢ଼ାଉ ଜାରି ରହିଛି। କମିଶନରେଟ ପୋଲିସ ସହାୟତାରେ ଆସାମ ପୋଲିସ ରେଡ୍ କରୁଛି।
ଇନ୍ଫୋସିଟି ପୋଲିସ ସହାୟତାରେ ଏକ ଆପାର୍ଟମେଣ୍ଟରେ ରେଡ୍…