ଓଡିଆ ଅଭିନେତା ଶ୍ରୀତମ ଦାସଙ୍କୁ କରୋନା
ଭୁବନେଶ୍ୱର: ଓଡିଆ ଅଭିନେତା ତଥା ଓଡିଶା ସିନେ ଆର୍ଟିଷ୍ଟ ଆସୋସିଏସନ୍ ସେକ୍ରେଟାରୀ ଶ୍ରୀତମ ଦାସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏସମ୍ପର୍କରେ ସେ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି । ସେ କୌଣସି ସୁଟିଂ କିମ୍ବା ସାମାଜିକ ସମାବେଶରେ ଯୋଗ ଦେବେନି ବୋଲି ଟ୍ୱିଟରେ ଉଲ୍ଲେଖ କରିଛନ୍ତି ।…