Latest Odisha News

ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା; ୬ ଡ୍ରଗ୍ସ ବେପାରୀଙ୍କୁ ଗିରଫ କଲା ଏନସିବି

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କର ଖୋଳତାଡ଼ କରୁଛି ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି)। ଏହି ମାମଲାରେ ରବିବାର ଦିନ ମୁମ୍ବାଇରୁ ଆଉ ୬ ଜଣ ନିଶା ବେପାରୀଙ୍କୁ ଗିରଫ କରିଛି ଏନସିବି। ନ୍ୟୁଜ ୧୮ର ରିପୋର୍ଟ ମୁତାବକ ଏହି ୬ ଜଣ ଅଭିଯୁକ୍ତଙ୍କ…

କରୋନାରେ ଚାଲିଗଲେ ଖଣ୍ଡଗିରି ଥାନା ଏଏସ୍‌ଆଇ

ଭୁବନେଶ୍ୱର: କରୋନା ନେଲା ଆଉ ଜଣେ କୋଭିଡ ଯୋଦ୍ଧାଙ୍କ ଜୀବନ । ଭୁବନେଶ୍ୱର ଖଣ୍ଡଗିରି ଥାନାରେ କାର୍ଯ୍ୟରତ ଏଏସ୍‌ଆଇ ଶିଶିର କୁମାର ସେଠୀଙ୍କ ମୃତ୍ୟୁ ହୋଇଛି । ସେ କରୋନା ଲଢ଼େଇରେ ହାରିଯାଇଛନ୍ତି । ଏନେଇ ଭୁବନେଶ୍ୱର ଡିସିପି ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ତାଙ୍କ ଭଳି ଜଣେ ଦକ୍ଷ ଅଫିସରଙ୍କୁ…

ଏଥର Alexaରେ ଅମିତାଭ ବଚ୍ଚନଙ୍କ ଭଏସ୍ ‌!

ନୂଆଦିଲ୍ଲୀ: ଏଥର ବଲିଉଡର ବିଗ୍ ବି ଅମିତାଭ ବଚ୍ଚନଙ୍କ ଭଏସ୍‌ରେ ଉପଲବ୍ସ ହେବ ଆଲେକ୍ସ । ପ୍ରଥମଥର ପାଇଁ ସେଲିବ୍ରିଟି ଭଏସ୍‌ରେ ବଜାରକୁ ଆସିବ ଭଏସ୍ କମାଣ୍ଡ ଆଲେକ୍ସା । ବଲିଉଡ ଅଭିନେତା ଅମିତାଭ ବଚ୍ଚନ Amazon ସହ ପାର୍ଟନରଶିପ୍ କରିଛନ୍ତି। ଏହି ପାର୍ଟନରଶିପ୍ ଅନୁସାରେ ଭାରତରେ ପ୍ରଥମ ଥର…

ଢେଙ୍କାନାଳ ବିଧାୟକ ସୁଧିର ସାମଲଙ୍କୁ କରୋନା

ଭୁବନେଶ୍ୱର: ବିଜେଡି ନେତା ତଥା ଢେଙ୍କାନାଳ ବିଧାୟକ ସୁଧିର କୁମାର ସାମଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ଏସମ୍ପର୍କରେ ସୋମବାର ଦିନ ସୋସିଆଲ୍ ମିଡିଆରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି । ଯେଉଁଥିରେ ସେ ଲେଖିଛନ୍ତି, ମୁଁ କରୋନା ପଜିଟିଭ ଚିହ୍ନଟ ହୋଇଛି ଏବଂ ମୁଁ ସଙ୍ଗରୋଧରେ ଅଛି।…

ପ୍ରଶ୍ନକାଳକୁ ନେଇ ମୌସୁମୀ ଅଧିବେଶନ ଆରମ୍ଭରୁ ହିଁ ବିରୋଧୀଙ୍କ ହଙ୍ଗାମା

ନୂଆଦିଲ୍ଲୀ: ମହାମାରୀ ଭିତରେ ଆଜି ଆରମ୍ଭ ହୋଇଛି ସଂସଦର ମୌସୁମୀ ଅଧିବେଶନ । ସମସ୍ତ ପ୍ରୋଟକଲ ଅନୁସରଣ କରାଯାଇ ଏହି ଅଧିବେଶନ ଆରମ୍ଭ ହୋଇଛି। କରୋନା ପାଇଁ ଅଧିବେଶନରେ ପ୍ରଶ୍ନକାଳ ହଟାଯିବାକୁ ନେଇ ପୂର୍ବରୁ ଅନେକ ବିବାଦ ଦେଖା ଦେଇଥିବା ବେଳେ ଆଜି ଅଧିବେଶନ ଆରମ୍ଭ ହେବା ପରେ ଏହାକୁ ନେଇ…

ପଞ୍ଚଭୂତରେ ଲୀନ ହେଲେ କିମ୍ବଦନ୍ତୀ ଅଭିନେତା ଅଜିତ ଦାସ

ଭୁବନେଶ୍ୱର: ପଞ୍ଚଭୂତରେ ଲୀନ ହେଲେ ଓଡ଼ିଆ ସିନେ ଜଗତର ଖ୍ୟାତନାମା ଅଭିନେତା ଅଜିତ ଦାସ। ଭୁବନେଶ୍ବର ସ୍ଥିତ ସତ୍ୟନଗର ଶ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର ସଂପନ୍ନ ହୋଇଥିବା ସୂଚନା ମିଳିଛି । ଗାର୍ଡ ଅଫ ଅନର୍ ସହ ଅଜିତଙ୍କୁ ବିଦାୟ ଦିଆଯାଇଛି । ଅଜିତଙ୍କ ବଡ଼ ଝିଅ ତାଙ୍କୁ ମୁଖାଗ୍ନି…

ପିପିଇ କିଟ୍ ଓ ମାସ୍କ କିଣା ଦୁର୍ନୀତି; ଲୋକାୟୁକ୍ତରେ ହାଜର ହେଲେ ୨ ଆଇଏଏସ ଅଧିକାରୀ

ଭୁବନେଶ୍ୱର: ରାଜ୍ୟରେ ପିପିଇ କିଟ୍ ଓ ମାସ୍କ କିଣା ଦୁର୍ନୀତି ମାମଲାରେ ଲୋକାୟୁକ୍ତରେ ହାଜର ହୋଇଛନ୍ତି ୨ ବରିଷ୍ଠ ଆଇଏଏସ ଅଧିକାରୀ । ସେମାନଙ୍କ ମଧ୍ୟରେ ରହିଛନ୍ତି- ତତ୍କାଳୀନ କ୍ରୟ କମିଟିର ଅଧ୍ୟକ୍ଷ ତଥା ବରିଷ୍ଠ ଆଇଏଏସ ହେମନ୍ତ କୁମାର ଶର୍ମା ଏବଂ ଅନ୍ୟଜଣେ ରାଜ୍ୟ ଔଷଧ ନିଗମ ଅଧ୍ୟକ୍ଷା…

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ତାଙ୍କ ପତ୍ନୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ”ମୋର ଏବଂ ମୋ ଧର୍ମ ପତ୍ନୀ ସଙ୍ଗିତା ଦାଶଙ୍କର କରୋନା' ପଜିଟିଭ ବାହାରିଛି ଆମେ ଏବେ ସୁସ୍ଥ ଅଛୁ” ବୋଲି ଉଲ୍ଲେଖ…

ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ; ଏନଡିଏ ପ୍ରାର୍ଥୀଙ୍କୁ ନବୀନଙ୍କ ସମର୍ଥନ

ଭୁବନେଶ୍ୱର: ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନର ଅବ୍ୟବହିତ ପୂର୍ବରୁ ସୋମବାର ଦିନ ନବୀନ ପଟ୍ଟନାୟକଙ୍କ ବିଜୁ ଜନତା ଦଳ (ବିଜେଡି) ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବ ବୋଲି ଘୋଷଣା କରିଛି । ଏନଡିଏ ପ୍ରାର୍ଥୀ ଭାବେ ରହିଛନ୍ତି ହରିବଂଶ ନାରାୟଣ ସିଂହ । ଏହାଛଡା ବିରୋଧି ଦଳଙ୍କ ପ୍ରାର୍ଥୀ…

[ଦେଖନ୍ତୁ ଭିଡ଼ିଓ] : ୬୧ ବର୍ଷ ତଳେ କଟକ ପ୍ରସିଦ୍ଧ ଦୁର୍ଗାପୂଜାର ବିରଳ ଭିଡ଼ିଓ

କଟକ: ଐତିହାସିକ ସହର କଟକ । ଏଠାରେ ପାର୍ବଣର ପରମ୍ପରା ନିଆରା । କଟକରେ ଶାରଦୀୟ ଦଶହରା ପୂଜାର ସ୍ଵତନ୍ତ୍ର ମାଦକତା ଓ ମହକ ରହିଛି । ଶତାଧିକ ବର୍ଷ ହେବ ଏଠାରେ ପାର୍ବଣ ପାରମ୍ପରିକ ରୀତିନୀତିରେ ପାଳିତ ହୋଇ ଆସୁଛି । କଟକ ଦୁର୍ଗାପୂଜା କେବେ ଆରମ୍ଭ ହେଲା ତାହାର ସେମିତି କିଛି…