ପ୍ରମୋଦ ଭଗତ, ପଞ୍ଚାନନ ଗନ୍ତାୟତଙ୍କୁ ଓସ୍ଜା କ୍ରୀଡ଼ା ପୁରସ୍କାର
ଭୁବନେଶ୍ବର: ବିଶ୍ୱ ଚାମ୍ପିଅନସିପ୍ ସ୍ୱର୍ଣ୍ଣ ପଦକ ବିଜେତା ପାରା ବ୍ୟାଡ୍ମିଣ୍ଟନ୍ ତାରକା ପ୍ରମୋଦ ଭଗତ ଓ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରପ୍ରାପ୍ତ ଦୌଡ଼କୁଦ ପ୍ରଶିକ୍ଷକ ପଞ୍ଚାନନ ଗନ୍ତାୟତଙ୍କୁ ଓସ୍ଜା (ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ) ପକ୍ଷରୁ ବାର୍ଷିକ କ୍ରୀଡ଼ା ପୁରସ୍କାର ପ୍ରଦାନ…