Latest Odisha News

BREAKING NEWS

ପେନସନ ଭୋଗୀଙ୍କ ଲାଗି ୫% ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ସରକାରୀ ପେନସନଭୋଗୀ ମାନଙ୍କ ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ୫ ପ୍ରତିଶତ ମହଙ୍ଗା ଭତ୍ତା ମଞ୍ଜୁର କରିଛନ୍ତି । ଏହି ୫ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ହେବା ଫଳରେ ପେନସନଭୋଗୀଙ୍କ ମହଲରେ ଖୁସି ପ୍ରକାଶ ପାଇଛି । ପୂର୍ବରୁ ଏହି ମହଙ୍ଗା…

କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେଲେ କରୋନା ସଦିଗ୍ଧ

ଭୁବନେଶ୍ୱର: ତାମିଲନାଡୁରୁ ଫେରିଥିବା ଜଣେ ବ୍ୟକ୍ତି ଗୁରୁବାର ସନ୍ଧ୍ୟାରେ କରୋନାଭାଇରସରେ ଆକ୍ରାନ୍ତ ଥିବା ସନ୍ଦେହରେ କ୍ୟାପିଟାଲ୍ ହସ୍ପିଟାଲର ଆଇସୋଲେସନ ୱାର୍ଡରେ ଭର୍ତ୍ତି ହୋଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଏହି ବ୍ୟକ୍ତି ଜଣକ ତାମିଲନାଡୁର ଏକ ଖଦି ମିଲରେ କାମ କରୁଥିଲେ ଏବଂ କିଛି…

କରୋନାଭାଇରସ ଆତଙ୍କ; ମାର୍ଚ୍ଚ ୩୧ ଯାଏଁ ଓଡିଶାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର: ଦେଶରେ କୋରୋନା ଭୂତାଣୁ (କୋଭିଡ-୧୯) ଦ୍ୱାରା ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ଏହାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରିଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାପ୍ତ ସୂଚନାନୁଯାୟୀ ରାଜ୍ୟର ସମସ୍ତ ସ୍କୁଲ, କଲେଜ ସହ…

କରୋନାଭାଇରସ ମୁକାବିଲା ଲାଗି ୨୦୦ କୋଟି ମଞ୍ଜୁର କଲେ ଓଡିଶା କ୍ୟାବିନେଟ୍

ଭୁବନେଶ୍ୱର: କରୋନାଭାଇରସକୁ ଦୃଷ୍ଟିରେ ରଖି ସଚେତନତା ସୃଷ୍ଟି କରିବା ପାଇଁ ଓଡିଶା କ୍ୟାବିନେଟ୍ ୨୦୦ କୋଟି ଟଙ୍କା ଅନୁମୋଦନ କରିଥିବା ଜଣାଯାଇଛି। ମହାମାରୀ ରୂପ ନେଉଥିବା ଏହି ମାରାତ୍ମକ ଭାଇରସର ବିସ୍ତାରକୁ ରୋକିବା ତଥା ଯାଞ୍ଚ କରିବା ପାଇଁ ଆହୁରି ଅନେକ ପଦକ୍ଷେପ ନିଆଯିବ ବୋଲି…

କରୋନା ଭାଇରସରେ ଆକ୍ରାନ୍ତ ହେଲେ କାନାଡା ପ୍ରଧାନମନ୍ତ୍ରୀଙ୍କ ପତ୍ନୀ

ନୂଆଦିଲ୍ଲୀ: କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ପତ୍ନୀ ସୋଫି ଗ୍ରେଗୋଏର ଟ୍ରୁଡୋ(କୋଭିଡ-୧୯)ରେ ଆକ୍ରାନ୍ତ ହୋଇଥିବା ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଗତ କିଛି ଦିନ ହେବ ପ୍ରଥମ ଲେଡି ଅସୁସ୍ଥତା ଅନୁଭବ କରିବା ସହ ତାଙ୍କୁ ଜ୍ୱର ଲାଗି ରହୁଥିଲା ।…

ପାଣିରେ ବୁଡି ୨ ଯୁବକଙ୍କ ସଲିଳ ସମାଧି

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ପାଟକୁରା ଥାନା ଅନ୍ତର୍ଗତ ଚିତ୍ରପୋଳା ନଦୀରେ ବୁଡି ଶୁକ୍ରବାର ଦିନ ୨ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଦ୍ୱୟ ହେଲେ ସରିଫ ଖାଁ ଓ ବସନ୍ ଖାଁ । ଦୁହେଁ ଜଣେ ସମ୍ପର୍କୀୟଙ୍କ ଘରକୁ ବୁଲି ଆସିଥିଲେ ବୋଲି ଜଣାପଡିଛି । ସୂଚନା ଅନୁଯାୟୀ ଦୁହେଁ ଘର…

କଟକରେ ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

କଟକ: କଟକର ନିଆଳି ଅଞ୍ଚଳରେ ଶୁକ୍ରବାର ଦିନ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ମିଳିଥିବା ସୂଚନାନୁଯାୟୀ ସ୍ଥାନୀୟ ଅଞ୍ଚଳରେ ଆୟୋଜିତ ହେଉଥିବା ଦିପୋଟି ମେଲଣରେ ବିଭିନ୍ନ ଦୋଳ ମେଲଣ ଏକାଠି ହୋଇଥିବା ବେଳେ ଗହଳି ସୁଯୋଗ ନେଇ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ…

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ଶୁକ୍ରବାର ଦିନ ଅନୁଷ୍ଠିତ ହେବାକୁ ଥିବା ଏକ ବୈଠକରେ ଏକାଧିକ ବିଲ୍ ଉପରେ କ୍ୟାବିନେଟ ମୋହର ବାଜିବାର ସମ୍ଭାବନା ରହିଛି । ଏହି ବୈଠକଟି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଦିନ ୧୦ଟାରେ ଆରମ୍ଭ ହେବାର…

କରୋନା ଭାଇରସ ସଂକ୍ରମଣରେ ଭାରତରେ ପ୍ରଥମ ବ୍ୟକ୍ତିଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ କୋରୋନା ଭୂତାଣୁ (କୋଭିଡ-୧୯) ଦ୍ୱାରା ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ କର୍ଣ୍ଣାଟକରେ ଜଣେ ୭୬ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଟ୍ୱିଟ ଜରିଆରେ ସୂଚନା ଦିଆଯାଇଛି ।…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୩-୩-୨୦୨୦ ଶୁକ୍ରବାର  ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ମାର୍ଚ୍ଚ ତା ୧୩ ରିଖ  ଶୁକ୍ରବାର କୁମ୍ଭ  ୩୦ ଦିନ ଚୈତ୍ର  ମାସ କୃଷ୍ଣ ପକ୍ଷ  ଚତୁର୍ଥୀ ଭୁକ୍ତ ପଞ୍ଚମୀ ତିଥି  ସ୍ବାତୀ  ନକ୍ଷତ୍ର  ତୁଳା  ଚନ୍ଦ୍ର ଘାତ ବାର-:  ବିଛା ଧନୁ ଓ ମୀନ ରାଶିର ଆଜି: …