ସମ୍ କୋଭିଡ ଓ ସମ୍ ଅଲ୍ଟିମେଟରେ ୮୭ ବର୍ଷୀୟ ବରିଷ୍ଠ ନାଗରିକଙ୍କର ସଫଳ ଚିକିତ୍ସା
ଭୁବନେଶ୍ୱର: କରୋନା ମହାମାରୀକୁ ହରାଇଛନ୍ତି ୮୭ ବର୍ଷର ବରିଷ୍ଠ ନାଗରିକ। ଭୁବନେଶ୍ୱର ସ୍ଥିତ ସମ୍ କୋଭିଡ ହସ୍ପିଟାଲ୍ ଏବଂ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଚିକିତ୍ସିତ ହେବା ପରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ବରିଷ୍ଠ ନାଗରିକ କୃପାସିନ୍ଧୁ ସାହୁ।
ବରିଷ୍ଠ ନାଗରିକ ସଂଘର…